ବଲିଉଡ୍ ଷ୍ଟାଇଲରେ ବିବାହ କରିବେ ଫରହାନ-ଶିବାନୀ!

ମୁମ୍ବାଇ:ବଲିଉଡ୍ କପୁଲ ଫରହାନ ଅଖତର ଓ ଶିବାନି ଦାଣ୍ଡେକରଙ୍କର ବିବାହକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା ରଖିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଏହି ଦମ୍ପତ୍ତି ଆସନ୍ତା ମାସରେ କୋର୍ଟ ମ୍ୟାରେଜ କରିନେବେ । ଫେବୃୟାରୀ ୨୧ରେ ଏମାନେ କୋର୍ଟ ମ୍ୟାରେଜ କରିବେ ବୋଲି ଜଣାପଡିଛି । ହେଲେ ଏନେଇ ଫରହାନ ଓ ଶିବାନୀ ଅଫିସିୟାଲି ଆନାଉନ୍ସ କରି ନାହାନ୍ତି । ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏମାନେ ବିବାହରେ କମ୍ ଅତିଥଙ୍କୁ ଡାକି କାମ ସାରିଦେବା କଥା ଚିନ୍ତା କରିଥିଲେ । ହେଲେ ଏବେ କରୋନା ଗ୍ରାଫ ତଳମୁହାଁ ହୋଇଥିବାରୁ ଏମାନେ ବଲିଉଡ ଷ୍ଟାଇଲରେ ଏପ୍ରିଲ ମାସରେ ବିବାହ କରିବେ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ବହୁଦିନ ଧରି ଏମାନେ ପରସ୍ପରକୁ ଡେଟ୍ କରୁଥିଲେ ବି କିଛିଦିନ ପାଇଁ ଏହାକୁ ଲୁଚାଇ ରଖିଥିଲେ । ଶେଷରେ ୨୦୧୮ରେ ସେମାନେ ଏହି ସମ୍ପର୍କକୁ ନେଇ ଖୋଲାଖୋଲି କଥା ହୋଇଥିଲେ ବା ଅଫିସିୟାଲି ଆନାଉନ୍ସ କରିଥିଲେ । ଫରହାନ ଶୀବାନୀଙ୍କୁ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି । ଏହା ପୂର୍ବରୁ ସେ ଅଧୁନାଙକ ବିବାହ କରିଥଇଲେ । ଆଉ ଏମାନଙ୍କର ୨ଟି ସନ୍ତାନ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri