ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଷୀଙ୍କ ଜୀବନ ଗଲା

ଭୋଗରାଇ,୨।୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ତାଳସାରୀ ମେରାଇନ୍‌ ଥାନା ଅଧୀନ ବରବରିଆ ଗ୍ରାମର ଜୟରାମ ପ୍ରଧାନ (୩୮) ନାମକ ଚାଷୀ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ସେ ମଙ୍ଗଳବାର ସକାଳେ ପାନବରଜରେ ପାଣି ଦେବା ପାଇଁ ଏକ ବୈଦ୍ୟୁତିକ ମିଟରରେ ତାର ସଂଯୋଗ କରୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମେରାଇନ୍‌ ଥାନା ପୋଲିସ ପହଞ୍ଚତ୍ ଏକ ଅପମୃତ୍ୟୁ ମାମଲା (ନଂ. ୧/୨୧) ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଓଏସ୍‌ଏସ୍‌ ସଂସ୍ଥା ଓଡ଼ିଶା ମୁଖ୍ୟ ଗିରଫ

ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୧।୪(ବ୍ୟୁରୋ): ସକ୍ସେସ୍‌ ଅନ୍‌ଲାଇନ୍‌ ସର୍ଭିସ୍‌ ସିଷ୍ଟମ୍‌ (ଏସ୍‌ଓଏସ୍‌ଏସ୍‌) ଚିଟଫଣ୍ଡ ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଳ୍ୟୁ (ଅର୍ଥନେତିକ ଅପରାଧ ଶାଖା) ଟିମ୍‌ ବ୍ରହ୍ମପୁର ଲୋଚାପଡ଼ା...

ନାକଚଣା ଦ୍ୱାରରେ ଦୁଇରଥ

ପୁରୀ ଅଫିସ, ୧୦ା୭: ହେରାପଞ୍ଚମୀରେ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନ କରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି...

ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ

ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ସମେତ ଏସିଆର ବୃହତ୍‌ ସାର କାରଖାନା ଓ ବୃହତ୍‌ ବିଶୋଧନାଗାର...

ରବିବାର ଖୋଲିବ ବହିଦୋକାନ: ରୋଗୀ ଯାତାୟତ ପାଇଁ ପ୍ରଶାସନ ଧାର୍ଯ୍ୟ କଲା ଅଟୋ ଭଡ଼ା

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଭଦ୍ରକରେ ଆଶିଂକ ଭାବେ ଏହାକୁ କୋହଳ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ରୋଗୀ...

୨୭ ନୂଆ ଏନ୍‌ଏସି ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ରାଜ୍ୟରେ ୨୭ ନୂତନ ଏନ୍‌ଏସି ଗଠନ ପାଇଁ ପ୍ରସ୍ତାବ ରହିଛି। ଏହାମଧ୍ୟରେ ପୁରୀର କାକଟପୁର, ସାକ୍ଷୀଗୋପାଳ ଓ ବ୍ରହ୍ମଗିରି, ଖୋର୍ଦ୍ଧା ଜିଲାର ବୋଲଗଡ଼, ମୟୂରଭଞ୍ଜର ବେତନଟୀ,...

ଘରୋଇ ହସ୍ପିଟାଲ ନେଇଛନ୍ତି ୩୪୫ କୋଟି

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ୩୩ଟି କୋଭିଡ୍‌-୧୯ ଘରୋଇ ହସ୍ପିଟାଲକୁ ୩୪୪.୫୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ ଗଣେଶ ରାମ...

ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ଯୋଡ଼ା, ୩ା୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ତଥା ୫୨୦ ନଂ. ଜାତୀୟ ରାଜପଥ କଣ୍ଡରା ଛକଠାରେ ନିର୍ମାଣ ହେଉଥିବା ଟୋଲଗେଟ୍‌...

୪୮୦ ବସ୍ତା ୟୁରିଆ ସାର ବାଟରୁ ଉଭାନ ଧରାପଡିଲା

ବଡ଼ଗାଁ, ୨୫।୯ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମସ୍ଥିତ ସମବାୟ ସମିତି (ଲ୍ୟାମ୍ପ୍ସ)ର କର୍ମଚାରୀମାନେ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା...

Advertisement
Archives

Model This Week