କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ

ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଧନୁ ରଣା (୪୫)।

ମିଳିଥିବା ସୂଚନା ମୁତାବକ, ଧନୁ ଜମିରେ ହଳ କରୁଥିବା ବେଳେ ବର୍ଷା ହେବା ସହ ବଜ୍ରଘାତ ଘଟିଥିଲା। ଫଳରେ ସେ ଚେତାଶୂନ୍ୟ ହୋଇପଡିଥିଲେ। ପାଖ ଜମିରେ କାମ କରୁଥିବା ଅନ୍ୟ ଚାଷୀମାନେ ଧନୁଙ୍କୁ ଉଦ୍ଧାର କରି ସଇଁତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସଇଁତଳା ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଧନୁଙ୍କ ସ୍ତ୍ରୀ ଓ ଦୁଇପିଲା ଅଛନ୍ତି। ଧନୁଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ସରକାରୀ ସହାୟତା ଯୋଗାଇ ଦେବାକୁ ପରିବାର ଲୋକେ ତହସିଲଦାର ସୁମନ କିଶୋର ଡୁଙ୍ଗଡୁଙ୍ଗଙ୍କ ନିକଟରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଆର୍‌ଆଇ ଗିରଫ

କଟକ ଅଫିସ/ନିଶ୍ଚିନ୍ତକୋଇଲି (ସ୍ବ.ପ୍ର.), ୨୪।୯: ଲାଞ୍ଚ ନେବାବେଳେ ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ଜିଗ୍ନୀପୁର ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଅଚ୍ୟୁତାନନ୍ଦ ସେଠୀ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। କଟକ...

କ୍ରମାଗତ କମୁଛି ହସ୍ତତନ୍ତ ସାମଗ୍ରୀ ରପ୍ତାନି: ୨ ବର୍ଷରେ ୨୩୫ କୋଟିରୁ ୭ଲକ୍ଷ ଟଙ୍କାକୁ ଖସିଲା

ଭୁବନେଶ୍ୱର,୨।୩(ବ୍ୟୁରୋ): ଅନ୍ତର୍ଜାତୀୟ ବଜାରରେ ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପର ଲୋକପ୍ରିୟତା ବଢୁଛି। ତାରକସୀ କାମ ସହ ପଥର ମୂର୍ତ୍ତି, ପିପିଲି ଚାନ୍ଦୁଆ ଓ ବିଭିନ୍ନ ସାଜସଜ୍ଜା...

ବର୍ଷା ସାଜିଲା କାଳ : ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : କିଛିଦିନର ବ୍ୟବଧାନ ପରେ ପିଆଜ ଦର ଅହେତୁକ ବୃଦ୍ଧି ପାଇଛି। ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ସହରରେ ରବିବାର ପିଆଜ ଦର...

ସ’ ମିଲ୍‌ରେ ଚଢ଼ାଉ : ୧୧ଲକ୍ଷ ଟଙ୍କାର ଯନ୍ତ୍ରାଂଶ ଜବତ

ବାଲେଶ୍ୱର ଅଫିସ, ୯।୬-ବାଲେଶ୍ୱର ଜିଲା ବନବିଭାଗ ଓ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ମଙ୍ଗଳବାର ପୂର୍ବାହ୍ନରେ ସାରଗାଁ ଓ ଜୟଦେବକସବା ଅଞ୍ଚଳର ଦୁଇଟି ସ’ ମିଲ୍‌...

ମଧ୍ୟାହ୍ନଭୋଜନ ଚାଉଳ ନେଇ ଯାଉଥିବା ଟ୍ରକ୍‌ ଓଲଟି ୨ ଶ୍ରମିକଙ୍କ ଜୀବନ ଗଲା

କୋଡ଼ିଙ୍ଗା/ନବରଙ୍ଗପୁର,୨୧ା୨: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋଡ଼ିଙ୍ଗା-ଦୁରାଗାଁ ରାସ୍ତା ଡଙ୍ଗାପଖନା ନିକଟରେ ରବିବାର ଏକ ଚାଉଳ ବୋଝେଇ ଟ୍ରକ୍‌ ଓଲଟି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି।...

ଫନୀ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଦାବି

ଖଣ୍ଡପଡ଼ା,୧୭ା୫(ସ୍ବ.ପ୍ର.)-ଫନୀ ବାତ୍ୟା ପ୍ରଭାବରେ ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପନିପରିବା, ଫଳ ଓ ରବି ଫସଲ କ୍ଷତିଗ୍ରସ୍ତ ହେବାରୁ ଚାଷୀ...

ରୋଜଗାର ହରାଇ ଘରମୁହାଁ

କେନ୍ଦୁଝର, ୩୦ା୩(ସ୍ବ.ପ୍ର.)-ସମଗ୍ର ବିଶ୍ୱରେ ଏବେ କରୋନା ଭୂତାଣୁ ଆତଙ୍କ ଖେଳାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୧ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ଜରୁରୀ କାମ ନ...

ମଶାଲକୁ ଭବ୍ୟ ସମ୍ବର୍ଦ୍ଧନା

ବଇଣ୍ଡା/କଣିହଁା(ଡି.ଏନ୍‌.ଏ.)/ଛେଣ୍ଡିପଦା(ସ୍ବ.ପ୍ର.), ୩।୪ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ପରିବେଶ। କଳାକାରଙ୍କ ଆକର୍ଷଣୀୟ ଲୋକନୃତ୍ୟରେ ଝୁମୁଥିଲେ ଜନତା। ବିଭିନ୍ନ ସ୍ଥାନରେ ଜ୍ୟୋତିକୁ ବନ୍ଦାପନା କରି ଭବ୍ୟ ସମ୍ବର୍ଦ୍ଧନା...

Advertisement
Archives

Model This Week