ବଜ୍ରପାତରେ ଚାଷୀଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରବିବାର ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୋଷ୍ଟ ଅଫିସ ସାହିର କୈଳାସ ଚନ୍ଦ୍ର ନାୟକ (୫୮)। ସେ ଗାଁ ନିକଟସ୍ଥ ନାଳପାରି ଜମିକୁ ଚାଷ କାମ ଲାଗି ଯାଇଥିଲେ। ସେତିକିବେଳେ ବଜ୍ରପାତ ଘଟି କୈଳାସ ଗୁରୁତର ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିତ୍ରକଳା କହୁଛି କରୋନାର ଭୟବହତା

ରେଢାଖୋଲ , ୧।୫(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲ ଭୀମ ଭୋଇ ଛକରେ ସ୍ଥାନୀୟ ଏନ୍‌ଏସି ପକ୍ଷରୁ କରୋନା ସମ୍ପର୍କରେ ଚିତ୍ରକଳା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଛି।...

ପୋଲିସ ଏଏସଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

ଜଗତସିଂହପୁର ଅଫିସ୍‌,୩୦।୧୨: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଜିଲା ତିର୍ତ୍ତୋଲ କୋର୍ଟରେ କାର୍ଯ୍ୟରତ ପୋଲିସ ଏଏସଆଇ ରବୀନ୍ଦ୍ର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ...

ଯୁବକଙ୍କ ମଳଦ୍ୱାରରେ ପଶିଗଲା ଶାବଳ

କୋଟଗଡ଼/ବାଲିଗୁଡ଼ା,୧ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ସୁବର୍ଣ୍ଣଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶନିବାର ଏକ ସ୍କୁଲ ମରାମତି ବେଳେ ଜଣେ ଯୁବକଙ୍କ ମଳଦ୍ୱାରରେ ଶାବଳ...

କାରଣ ଖୋଜି ପାଉନି ପୋଲିସ

ବରଗଡ଼ ଅଫିସ୍‌,୧।୧୧:ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ଜାଣ୍ଡୋଲ(କନ୍ଧପଡ଼ା)ରେ ଗୋଟିଏ ବୁଣାକାର ପରିବାର ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି।...

କୋଭିଡ୍‌ ହସ୍ପିଟାଲ ହେଉ ଟ୍ରମା କେୟାର ସେଣ୍ଟର

ନିଶ୍ଚିନ୍ତକୋଇଲି, ୧୩ା୧୦(ସ୍ବ.ପ୍ର): ଦୁଇ ବର୍ଷରୁ ଊର୍ଦ୍ଧ୍ୱ କରୋନା ମହାମାରୀ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଥିବା ବେଳେ ଗତ ୯ରୁ୧୦ ମାସ ହେବ ଏହାର ପ୍ରକୋପ...

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ

ସୁନ୍ଦରଗଡ,୧୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ ଡିଏଫ୍‌ଓ ଅଫିସର କନିଷ୍ଠ କିରାଣୀ ଶ୍ରୀକାନ୍ତ ହୋତା ସୋମବାର ଜଣେ ବ୍ୟକ୍ତିଙ୍କ ଠାରୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ...

କେନ୍ଦୁଝର ଜିଲାପାଳଙ୍କ ନାଁରେ ଆରେଷ୍ଟ ଓ୍ବାରେଣ୍ଟ

କେନ୍ଦୁଝର,୧୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ ଠାକରେଙ୍କ ନାଁରେ ଆରେଷ୍ଟ ଓ୍ବାରେଣ୍ଟ ଜାରି ହୋଇଛି। ଜାତୀୟ ଅନୁସୂଚିତ ଜନଜାତି କମିଶନ ପକ୍ଷରୁ ଏହି ଓ୍ବାରେଣ୍ଟ ଅଫ ଆରେଷ୍ଟ...

ହାତୀ ସୁରକ୍ଷା ପ୍ରତି ହତାଦର

ପରିକ୍ଷିତ ସାହୁ ବଇଣ୍ଡା, ୨୪।୨:  ୨୦୧୮ ଅକ୍ଟୋବର ୨୭ରେ ଢେଙ୍କାନାଳ ଜିଲା କମଳାଙ୍ଗଠାରେ ଓହଳି ରହିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୭ ହାତୀଙ୍କ ଜୀବନହାନି...

Advertisement
Archives

Model This Week