Posted inଜାତୀୟ

ସିଙ୍ଘୁ ସୀମାରେ ଗଲା ଚାଷୀଙ୍କ ଜୀବନ

ନୂଆଦିଲ୍ଲୀ, ୨୭।୯: ବିବାଦୀୟ କୃଷି ଆଇନ ବିରୋଧରେ ସୋମବାର ଭାରତ ବନ୍ଦ ପାଳନ ହେଉଥିବାବେଳେ ଦିଲ୍ଲୀର ସିଙ୍ଘୁ ସୀମାରେ ଆନ୍ଦୋଳନରତ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ବାଘେଲ୍‌ ରାମ(୫୫)। ତାଙ୍କ ଘର ପଞ୍ଜାବର ଖେଲା ଗ୍ରାମରେ। ସେ କୀର୍ତ୍ତି କିଷାନ ୟୁନିୟନ(କେକେୟୁ)ର ସଦସ୍ୟ ଥିଲେ। କିଛିଦିନ ହେଲା ସେ ଅସୁସ୍ଥ ଥିବାରୁ ଆନ୍ଦୋଳନସ୍ଥଳରେ ଥିବା ଶିବିରରେ ବିଶ୍ରାମ ନେଉଥିଲେ। ସେତିକିବେଳେ ସେ ଗୁରୁତର ହୋଇପଡିଥିଲେ। ପୋଲିସ ତାଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବ୍ୟବଚ୍ଛେଦ ରିପୋର୍ଟରେ ତାଙ୍କର ମୃତ୍ୟୁ ହୃଦ୍‌ଘାତ କାରଣରୁ ହୋଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟ ମଝିରେ ଉପୁଡିଲା ଗଛ : ତଳେ ଚାପି ହୋଇ ୨ ମହିଳା ମୃତ, ୩ ଗୁରୁତର

ନନ୍ଦପୁର/ପାଡୁଆ,୪।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାକୁ ଲାଗି ରହିଥିବା ଆନ୍ଧ୍ର ପେଦାବାଇଲି ସୋମବାର ହାଟରେ କାଳବୈଶାଖୀ ତାଣ୍ଡବ ରଚିଛି। ଅପରାହ୍ନରେ ହାଟରେ ଗହଳି…

ପଶ୍ଚିମବଙ୍ଗରେ ଦିଦି ସରକାରର ପତନ! ହାର୍‌ ମାନିଲେ ମମତାଙ୍କ ପୁତୁରା, କହିଲେ…

କୋଲକାତା,୪।୫: ୪ମେ’ ରେ ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଟିଏମସିର ୧୫ ବର୍ଷର ଶାସନର ଅନ୍ତ ଘଟାଇଛି। ଭାଜପା ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି। ଏହାର…

ଜୟ ଶ୍ରୀରାମ ନାରାରେ କମ୍ପିଲା: ଭଞ୍ଜନଗରରେ ଭାଜପାର ବିଜୟ ଉତ୍ସବ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ଫଳାଫଳ ପ୍ରାୟ ଆସିଯାଇଛି। ଏଥିରେ ପ୍ରଥମଥର ପାଇଁ ଭାଜପା ପଶ୍ଚିମବଙ୍ଗରେ କ୍ଷମତା ଦଖଲ…

ହଠାତ୍‌ ଗଣତି କେନ୍ଦ୍ର ଭିତରେ ପଶିଲେ ମମତା: ଭବାନୀପୁରରେ ହାଇଭୋଲଟେଜ୍‌ ଡ୍ରାମା

କୋଲକାତା,୪।୫: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏକ ବଡ଼ ବିବାଦ ଦେଖାଦେଇଛି। ଭାରତୀୟ ନିର୍ବାଚନ କମିଶନ (ECI) ଏହି ନିର୍ବାଚନମଣ୍ଡଳୀର ଗଣନା ଫଳାଫଳକୁ ବହୁତ ସମୟ ପାଇଁ…

ସ୍ବାସ୍ଥ୍ୟ ବିଭାଗ ଅମଲା କ୍ୟାଡରଙ୍କ ପ୍ରତି ପ୍ରଶାସନିକ ଅବହେଳା: ନୂଆ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ପାଇଁ ଦାବି କଲେ…

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ ହୋଇଥିବା ବେଳେ ଏହାର ପରିଚାଳନା ଭାର ସମ୍ଭାଳୁଥିବା ସ୍ବାସ୍ଥ୍ୟ ବିଭାଗ ଅମଲା…

ଭାଜପା ଜିତିବା ପଛରେ ବିହାରର ଏହି ସାଇଲେଣ୍ଚ ନେତା, ପ୍ରଥମ ହିମାଚଳ ଏବଂ ବଙ୍ଗଳାରେ ବିଜୟ….

କୋଲକାତା,୪।୫:  ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଭାଜପାର ଏହି ବିସ୍ମୟକର ବିଜୟ ପଛରେ ଅନେକ ନାୟକ ଅଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଅନେକ ରାଲିକୁ ସମ୍ବୋଧିତ…

ଜୋରହାଟ ଆସନରୁ ହାରିଲେ ଗୌରବ ଗୋଗୋଇ, ଭାଜପା ମାରିଲା ବାଜି

ଜୋରହାଟ(ଆସାମ): ଆସାମର ଜୋରହାଟ ଆସନରେ କଂଗ୍ରେସ ନେତା ଗୌରବ ଗୋଗୋଇ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ହିତେନ୍ଦ୍ର ନାଥ ଗୋସ୍ୱାମୀ ୨୧,୦୦୦ ଭୋଟ ବ୍ୟବଧରାନରେ କଂଗ୍ରେସ ନେତା…

ପରାଜୟ ସ୍ବୀକାର କଲା TMC, ଦୁଃଖକୁ ଛାତିରେ ଲୁଚାଇ ଏମିତି କହିଦେଲେ…

କୋଲକାତା,୪।୫: ପଶ୍ଚିମବଙ୍ଗରେ ଭାଜପା ଏକ ବିଶାଳ ବିଜୟ ଆଡ଼କୁ ଯାଉଛି। ବର୍ତ୍ତମାନର ଧାରା ଅନୁସାରେ, ଭାଜପା ୧୯୮ଟି ଆସନରେ ଏବଂ ଟିଏମସି ପ୍ରାୟ ୯୦ଟି ଆସନରେ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri