Posted inଜାତୀୟ

ଫାଶୀ ଦେଲେ ଅନ୍ନଦାତା: ସୁଇସାଇଡ୍‌ ନୋଟ୍‌ ଜବତ

ନୂଆଦିଲ୍ଲୀ,୨।୧: ସିଙ୍ଘୁ ବର୍ଡରରେ ଅନ୍ନଦାତାଙ୍କ ଆନ୍ଦୋଳନ ୩୮ ଦିନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୨ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଜଣେ ଆନ୍ଦୋଳନକାରୀଙ୍କର ହାର୍ଟ ଆଟାକ୍‌ରେ ମୃତ୍ୟୁ ଘଟିଥିଲା। ଶନିବାର ସକାଳେ ଗାଜିପୁର ବର୍ଡରରେ ଜଣେ ଆନ୍ଦୋଳନକାରୀ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ତାଙ୍କର ସୁଇସାଇଡ୍‌ ନୋଟ୍‌କୁ ପୋଲିସ ଜବତ କରିଛି। ଆତ୍ମହତ୍ୟା କରିଥିବା ଅନ୍ନଦାତାଙ୍କ ନାମ କଶ୍ମୀର ସିଂ। ତାଙ୍କ ମୃତ ଦେହ ଶୌଚାଳୟରୁ ଉଦ୍ଧାର କରାଯାଇଛି। ତାଙ୍କ ଅନ୍ତିମ ସଂସ୍କାର ୟୁପି ଗେଟ୍‌ ନିକଟରେ କରିବା ଲାଗି ମୃତ କଶ୍ମୀର ସିଂ ସୁଇସାଇଡ୍‌ ନୋଟ୍‌ରେ ଅନୁରୋଧ କରିଛନ୍ତି। ମୃତ ଅନ୍ନଦାତା ରାମପୁର ଅନ୍ତର୍ଗତ ବିଳାସପୁରର ବାସିନ୍ଦା। ତାଙ୍କ ପୁଅ ଏବଂ ନାତି ମଧ୍ୟ ସିଙ୍ଘୁ ବର୍ଡରରେ ଆନ୍ଦୋଳନରେ ସାମିଲ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ…

ଦଳର ହିତ ପାଇଁ ବଡ଼ ନିଷ୍ପତ୍ତି ନେଲେ ନୀତୀଶ କୁମାର, ଶୁଣିଲେ ଖୁସି ହେବେ ଜେଡିୟୁ କର୍ମୀ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ପାଟନାର ଏକ ଆନେ ମାର୍ଗରେ ସୋମବାର ଜେଡିୟୁ ବିଧାନସଭାର ବୈଠକ ବସିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ…

ଅବସର ନେବାକୁ ନେଇ ମୁହଁ ଖୋଲିଲେ ରିଜ୍‌ଓ୍ୱାନ

କରାଚୀ,୨୦ା୪: ପାକିସ୍ତାନ ସିନିୟର ଉଇକେଟ୍‌କିପର ବ୍ୟାଟର ମହମ୍ମଦ ରିଜ୍‌ଓ୍ୱାନ କହିଛନ୍ତି, ବର୍ତ୍ତମାନ ଯଦିଓ ସେ ଫର୍ମ ଫେରିପାଇବାକୁ ସଂଘର୍ଷ ଚଳାଇଛନ୍ତି, ନିକଟରେ ଟି୨୦ କ୍ରିକେଟରୁ ତାଙ୍କର ଅବସର…

ବଡ଼ ଧରଣର ଭୂକମ୍ପ ଝଟକା; ଘରୁ ବାହାରି ଆସିଲେ ଲୋକେ, ସୁନାମି ଚେତାବନୀ ଜାରି

ଟୋକିଓ,୨୦।୪: ଜାପାନରେ ପୁଣି ଥରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର…

ଗଞ୍ଜାମର ପ୍ରସିଦ୍ଧ ଚନ୍ଦନ ଯାତ୍ରା: ଉଠୁଛି ପଡୁଛି ସହର, ୨୧ ଦିନ ଧରି…

ଗଞ୍ଜାମ,୨୦ା୪(ବିଦ୍ୟାଧର ସାହୁ): ଦୀର୍ଘ ୨୧ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର।  ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri