ଚାଷୀଙ୍କୁ ହତ୍ୟା

ସମ୍ବଲପୁର, ୧୩।୭(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା କୁଡାପରାର ଚାଷୀ ନେପାଳ ପୋଢ଼ (୫୫)ଙ୍କୁ ମଙ୍ଗଳବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରି ସମ୍ପୃକ୍ତ ୩ ଯୁବକଙ୍କୁ ଅଟକ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ ନେପାଳ ନିଜ ସମ୍ପର୍କୀୟଙ୍କ ସହ ବିଲକୁ ଚାଷ କରିବା ପାଇଁ ଯାଇଥିଲେ। ସା ପ୍ରାୟ ୫ଟା ସମୟରେ ଗ୍ରାମ ରାସ୍ତା ଦେଇ ଯିବା ସମୟରେ ୩ଜଣ ଯୁବକ ତାଙ୍କ ପିଛା କରିଥିଲେ। ସେମାନେ ନିଛାଟିଆ ସ୍ଥାନ ଦେଖି ନେପାଳଙ୍କୁ ଆକ୍ରମଣ କରିଥିଲେ। ଫଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସେ ତଳେ ପଡିଯାଇଥିଲେ। ଅଳ୍ପ ଦୂରରେ ଥିବା ସମ୍ପର୍କୀୟ ପହଞ୍ଚତ୍ଥିଲେ ମଧ୍ୟ ସେତେବେଳକୁ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା। ହତ୍ୟାର କାରଣ ଜଣା ପଡିନାହିଁ, ତଦନ୍ତ ଜାରି ରହିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?