Posted inଜାତୀୟ

ସରକାରଙ୍କ ସହ ଆଲୋଚନା ପାଇଁ ରାଜି ହେଲେ କୃଷକ, ୨୯ରେ ବୈଠକ

ନୂଆଦିଲ୍ଲୀ, ୨୬।୧୨- ନୂଆ ଚାଷୀ ଆଇନକୁ ବିରୋଧ କରୁଥିବା ବିଭିନ୍ନ କୃଷକ ସଂଗଠନ ଶନିବାର ସରକାରଙ୍କ ସହ ଆଲୋଚନା ପାଇଁ ରାଜି ହୋଇଛନ୍ତି। ଆସନ୍ତା ୨୯ ତାରିଖରେ ପରବର୍ତ୍ତୀ ଆଲୋଚନା ଲାଗି ପ୍ରସ୍ତାବ ଦେଇଥିବା କୃଷକ ନେତା ରାକେଶ ଟିକେଟ୍‌ କହିଛନ୍ତି। ସଂଯୁକ୍ତ କିଶାନ ମୋର୍ଚ୍ଚା ଦ୍ୱାରା ଏହି ନିଷ୍ପତ୍ତି ନିଆଯାଇଛି।

ଭାରତୀୟ କିଶାନ ୟୁନିଅନ ବରିଷ୍ଠ ନେତା ଟିକେଟ୍‌ କହିଛନ୍ତି, ନୂଆ ୩ ଆଇନ ପ୍ରତ୍ୟାହାର ଓ ଏମ୍‌ଏସ୍‌ପି (ନିମ୍ନତମ ସହାୟକ ମୂଲ୍ୟ) ଏଜେଣ୍ଡାର ଅଂଶ। ଏହା ଉପରେ ହିଁ ସରକାରଙ୍କ ସହ ଆଲୋଚନା ହେବ। ଆମେ ୨୯ ତାରିଖରେ ସରକାରଙ୍କ ସହ ଆଲୋଚନା କରିବାକୁ ନିଷ୍ପତ୍ତି ନେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଅମେଠିରେ ରାହୁଲ ପଛରେ; ବାରାଣସୀରେ ମୋଦି ଆଗୁଆ

ନୂଆଦିଲ୍ଲୀ, ୨୩।୫: ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଛରେ ଥିବାବେଳେ ବାରାଣସୀ ଲୋକ ସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଜେଲ୍‌ରେ ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ଆତ୍ମହତ୍ୟା

ଗୁରୁଗ୍ରାମ, ୫ା୧୦: ନିଜ ବୋହୁ ଏବଂ ଜଣେ ଶିଶୁଙ୍କ ସମେତ ଭଡ଼ା ଘରେ ରହୁଥିବା ୩ ଜଣଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅବସରପ୍ରାପ୍ତ ସେନା...

୪ ରାଜ୍ୟ ଲାଗି ଭାଜପା ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆଦିଲ୍ଲୀ,୧୪।୩: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ ଭାଜପା ସରକାର ଗଢ଼ିବାକୁ ଯାଉଥିବାବେଳେ ନବନିର୍ବାଚିତ ବିଧାୟକ ଦଳ ନେତା ବାଛିବା ଲାଗି ସୋମବାର ପର୍ଯ୍ୟବେକ୍ଷକ ନିଯୁକ୍ତ...

ମହାଗୁନ ବିଲଡର ଅଫିସରେ ଡକାୟତି, ୬ଶହ କେଜି ଟ୍ରେଜେରୀକୁ ଉଠାଇନେଲେ ଦୁର୍ବୃତ୍ତ

ନୂଆଦିଲ୍ଲୀ,୨୯।୪: ନୂଆଦିଲ୍ଲୀର ଗ୍ରେଟର ନୋଏଡା ସେକ୍ଟରରେ ଥିବା ମହାଗୁନ ବିଲଡର ଅଫିସରେ ଡକାୟତି ହୋଇଛି। ଶନିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ କାନ୍ଥ ଡେଇଁ ଅଫିସ...

ଆର୍ଥିକ ମାନ୍ଦାବସ୍ଥା: ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଲେ ବାମପନ୍ଥୀ

ନୂଆଦିଲ୍ଲୀ,୧୬।୯: ଦେଶର ଆର୍ଥିକ ମାନ୍ଦାବସ୍ଥା ନେଇ ବାମପନ୍ଥୀ ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଛନ୍ତି। ସେପ୍ଟେମ୍ବର ୨୦ରେ ଏନେଇ ବାମପନ୍ଥୀ ଦଳଗୁଡ଼ିକର ଏକ ସମ୍ମିଳନୀ ଅନୁଷ୍ଠିତ ହେବ।...

ଦେଢ଼ ମାସରେ ସର୍ବନିମ୍ନ ହେଲା ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୩,୬୧୭ ମୃତ…

ନୂଆଦିଲ୍ଲୀ,୨୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ସିଦ୍ଧୁଙ୍କୁ ମନାଇଲେ ଚନ୍ନି

ଚଣ୍ଡିଗଡ଼,୧।୧୦: ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି (ପିପିସିସି) ସଭାପତି ପଦ ଛାଡ଼ିଥିବା ନବଜୋତ୍‌ ସିଂ ସିଦ୍ଧୁ ଚଣ୍ଡିଗଡ଼ର ପଞ୍ଜାବ ଭବନରେ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କୁ...

ଆଶାରାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୬ା୭(ପି.ଟି.)-ବଳାତ୍କାର ମାମଲାରେ ଜେଲରେ ଥିବା ଆଶାରାମ ବାପୁଙ୍କ ଜାମିନ ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା...

Advertisement
Archives

Model This Week