Posted inଜାତୀୟ

ଉପବାସରେ ଅନ୍ନଦାତା

ନୂଆଦିଲ୍ଲୀ,୧୪ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ ବିରୋଧ ପ୍ରଦର୍ଶନ କରି ଆସୁଥିବା କୃଷକ ସୋମବାର ଉପବାସ ରହି ଧାରଣାରେ ବସିଛନ୍ତି । କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ମଧ୍ୟ ଏହାର କୌଣସି ସମାଧାନ ବାହାରି ପାରି ନ ଥିବାରୁ ବେଳକୁ ବେଳ କୃଷକଙ୍କ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି । ଫଳରେ ସୋମବାର କୃଷକମାନେ ଉପବାସ ରହି ବିରୋଧ ପ୍ରଦର୍ଶନ କରିବା ଆରମ୍ଭ କରି ଦେଇଛନ୍ତି । ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏମାନେ ଅନଶନରେ ବସିବେ ବୋଲି କହିଛନ୍ତି । ଦିଲ୍ଲୀ ସୀମାର ବିଭିନ୍ନ ସ୍ଥାନରେ ଏହି ପ୍ରଦର୍ଶନ କରାଯିବ । ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏମାନଙ୍କ ସହ ଯୋଗ ଦେବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri