Posted inଜାତୀୟ

ଯନ୍ତର-ମନ୍ତରରେ କୃଷକଙ୍କ ‘ସଂସଦ’

ନୂଆଦିଲ୍ଲୀ,୨୨ ।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ କରାଯାଉଥିବା ଆନ୍ଦୋଳନର ନୂଆ ରୂପ ଗୁରୁବାର ଦେଖିବାକୁ ମିଳିି । ରାଜଧାନୀ ଦିଲ୍ଲୀର ଯନ୍ତର-ମନ୍ତରରେ କୃଷି ଆଇନକୁ ନେଇ ବିରୋଧ ପ୍ରଦର୍ଶନ କରୁଥିବା କୃଷକମାନେ ‘ସଂସଦ’ ଆରମ୍ଭ କରିଛନ୍ତି । କୃଷକ ସଙ୍ଗଠନର ସୂଚନା ଅନୁଯାୟୀ, ଯେ ପର୍ଯ୍ୟନ୍ତ ସଂସଦର ମୌସୁମୀ ଅଧିବେଶନ ଜାରି ରହିବ ସେ ପର୍ଯ୍ୟନ୍ତ ପ୍ରତିଦିନ ଏଠାରେ କୃଷକ ସଂସଦ ଲାଗିବ । ସୂଚନାଯୋଗ୍ୟ, ଗୁରୁବାର ସକାଳେ ସିନ୍ଧୁ, ଟିକରି ଓ ଗାଜିପୁର ସୀମାରୁ ବସଯୋଗେ କୃଷକମାନେ ଯନ୍ତର-ମନ୍ତର ପହଞ୍ଚିଥିଲେ । ହେଲେ ଦିଲ୍ଲୀ ପୋଲିସ ଦ୍ୱାରା କେବଳ ୨୦୦ କୃଷକଙ୍କୁ ଯନ୍ତର-ମନ୍ତରରେ ପ୍ରଦର୍ଶନ ପାଇର୍ଁ ଅନୁମତି ମିଳିଥିଲା । ସକାଳ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହି ପ୍ରଦର୍ଶନ କରାଯାଇ ପାରିବ । ସେଠାରେ ପହଞ୍ଚିବା ପରେ କୃଷକ ନେତା ରାକେଶ ଟିକାଏତ କହିଥିଲେ ଆମେ ଏଠାରୁ ଆମର ସ୍ୱର ଉତ୍ତୋଳନ କରିବୁ । ବିରୋଧି ଗୃହ ମଧ୍ୟରେ ଆମସହ ସ୍ୱର ମିଳାଇବା ଦରକାର । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଗତ ବର୍ଷରୁ କୃଷକମାନେ ଆନ୍ଦୋଳନ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri