ଧାନବିକ୍ରିରେ ଅବ୍ୟବସ୍ଥା ନେଇ ତାତିଲେ ଚାଷୀ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ଟୋକନ୍‌ ପାଇଁ ବରଗଡ଼ ଜିଲାପାଳଙ୍କ ଅଫିସ୍‌ ଘରିଲେ ଚାଷୀ । ଆନ୍ଦୋଳନରେ ଚାଷୀଙ୍କ ସହ ବିଭିନ୍ନ ସଂଗଠନ ସାମିଲ୍‌ ହୋଇଛନ୍ତି । ବରଗଡ଼ ଜିଲାରେ ଗତ ୧୧ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ହେଲେ ଆରମ୍ଭରୁ ଦେଖା ଯାଇଥିବା ସମସ୍ୟା ଅସମାହିତ ରହିଛି । ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳି ନାହିଁ । ଯେଉଁ ଚାଷୀଙ୍କୁ ଟୋକନ ମିଳିଛି, ସେଥିରେ ବିକ୍ରିଯୋଗ୍ୟ ଧାନ ପରିମାଣ ଯଥେଷ୍ଟ କମ୍ ରହିଛି।

ଏହାର ପ୍ରତିବାଦରେ ମଙ୍ଗଳବାର ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏଥିରେ ଜିଲାର ଅନେକ ଚାଷୀ ସଂଗଠନ ଏବଂ ଚାଷୀମାନେ ସାମିଲ ହୋଇଛନ୍ତି । ଅନ୍ୟପଟେ ଜିଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟ ପୋଲିସ୍ ଛାଉଣୀରେ ପରିଣତ ହୋଇଛି । ଏପଟେ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଚାଷୀମାନେ ରୋଷେଇ କରୁଥିବା ମଧ୍ୟ ଦେଖାଦେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?