ରାଜରାସ୍ତାକୁ ଓହ୍ଲାଇଲେ ଭଦ୍ରକର ଚାଷୀ, ଧାନ ଢ଼ାଳି ଅବରୋଧ କଲେ

ଭଦ୍ରକ ଅଫିସ,୧୨।୨ – ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ଅଭିଯୋଗ କରି ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ। ଭଦ୍ରକ – ଆନନ୍ଦପୁର ରାଜ୍ୟ ରାଜପଥ ଗଣିଜାଙ୍ଗ ନିକଟରେ ରାସ୍ତା ଉପରେ ଧାନ ଢାଳି ଶୁକ୍ରବାର ଚାଷୀମାନେ ରାସ୍ତା ଅବରୋଧ କରିଛନ୍ତି। ଗଣିଜାଙ୍ଗ ସେବା ସମବାୟ ସମିତିରେ ଧାନ ବିକିବାରେ ଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟୋକନ ତାରିଖ ଯେବେ ରହିଛି, ଚାଷୀ ସେହି ସମୟରେ ଧାନ ଦେଇ ପାରୁନାହିଁ, ତା ସହ କଟନୀ ଛଟନି ସମସ୍ୟାଉପୁଜିଥିବା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି।

ଭଦ୍ରକ ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ଗଣିଜାଙ୍ଗଠାରେ ଚାଷୀ ଓ ନବ ନିର୍ମାଣ କୃଷକ ସଙ୍ଗଠନ ରାସ୍ତା ଅବରୋଧ କରିଛନ୍ତି। ଟୋକନ ମିଳିଥିଲେ ମଧ୍ୟ ଧାନ କିଣାରେ ବିଳମ୍ବ ହେଉଛି। ଦଲାଲଙ୍କୁ ପ୍ରଶୟ ଦେଇ ସମବାୟ ସମିତି ସେମାନଙ୍କଠାରୁ ଧାନ କିଣୁଛନ୍ତି। ଫଳରେ ପ୍ରକୃତ ଚାଷୀ ଧାନ ବିକ୍ରି କରି ପାରୁ ନାହାନ୍ତି । କଟନି ଛଟନିର ମଧ୍ୟ ସମସ୍ୟା ରହିଛି । ତେବେ ଏବେ ସମସ୍ୟା କୁ ନେଇ ଚାଷୀ ମାନେ ରାସ୍ତାରେ ଧାନ ଢାଳି ଅବରୋଧ କରିଛନ୍ତି । ଏହାକୁ ନେଇ ଯାତାୟାତ ବାଧାପ୍ରାପ୍ତ ହେବା ସହ ଉଭୟ ପାର୍ଶ୍ୱରେ ଗାଡିମୋଟର ଅଟକି ରହିଛି । ରାସ୍ତା ଅବରୋଧ ଥିବାରୁ, ଯାତ୍ରୀ ମାନେ ଯିବା ଆସିବାରେ ହଇରାଣ ର ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?