ଚାଷୀଙ୍କୁ କଚାଡ଼ି ମାରିଲା ହାତୀ

ବଅଁରପାଳ,୬।୧୧(ଡି.ଏନ.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏକ ପଲରେ ୪୬ ହାତୀ ଆତଙ୍କ ସୃଷ୍ଟି କରିଚାଲିଛନ୍ତି। ସୋମବାର ହାତୀ ଆକ୍ରମଣରେ ନଳଟାଙ୍ଗର ଗ୍ରାମର ଚାଷୀ ଧନେଶ୍ୱର ଭୁକ୍ତା (୬୦)ଙ୍କ ଜୀବନ ଯାଇଛି। ସକାଳୁ ବିଲକୁ ଯାଇଥିବାବେଳେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଏକ ଦନ୍ତା କଚାଡ଼ି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକଙ୍କ ପରିବାରକୁ ୨୦ଲକ୍ଷ କ୍ଷତିପୂରଣ ଦେବା ପାଇଁ ବ୍ଲକ କଂଗ୍ରେସ ସଭାପତି ବିନୋଦ ମାଝି ଦାବି, ସରପଞ୍ଚ ନର୍ମଦା ମାଝି ପ୍ରମୁଖ ଦାବି କରିଛନ୍ତି। ସେହିପରି ଗ୍ରାମର ଅଦ୍ୱୈତ ମାଝିଙ୍କ ଗୁହାଳକୁ ହାତୀପଲ ଭାଙ୍ଗିଦେବା ସହ ଆକ୍ରମଣ କରି ଏକ ବାଛୁରୀକୁ ମାରିଦେଇଛନ୍ତି। ଏହାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଆଇଆଇସି ନରେଶ ସାହୁ ସଦଳବଳ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ବନ ବିଭାଗ ଘଟଣାର ତଦନ୍ତ କରୁଛି। ମୃତକଙ୍କ ପରିବାରକୁ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri