Posted inଜାତୀୟ

ଚାଷୀଙ୍କ ଉପରେ ହେଉଛି ଅପରାଧୀଙ୍କ ଭଳି ବ୍ୟବହାର: ଭାରତ ରତ୍ନ ପାଇଥିବା ବ୍ୟକ୍ତିଙ୍କ ଝିଅ କହିଲେ…

ନୂଆଦିଲ୍ଲୀ,୧୪।୨ : କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସବୁଜ ବିପ୍ଳବର ପିତା ତଥା କୃଷି ବୈଜ୍ଞାନିକ ଡକ୍ଟର ଏମଏସ ସ୍ବାମୀନାଥନଙ୍କୁ ଭରତ ରତ୍ନ ସମ୍ମାନରେ ସମ୍ମାନୀତ କରିବାକୁ ଘୋଷଣା କରିଛନ୍ତି। ତେବେ ତାଙ୍କ ଝିଅ ମଧୁରା ସ୍ବାମୀନାଥନ କହିଛନ୍ତି ଯଦି ସରକାର ମୋ ବାପାଙ୍କୁ ସମ୍ମାନ କରୁଛନ୍ତି ତେବେ କୃଷକମାନଙ୍କୁ ସାଙ୍ଗରେ ନେଇ ଚାଲିବା ଉଚିତ।

ଦିଲ୍ଲୀର ପୁସାଠାରେ ଭାରତୀୟ କୃଷି ଅନୁସନ୍ଧାନ ପ୍ରତିଷ୍ଠାନ (ଆଇଆରଆଇ) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମଧୁରା କହିଛନ୍ତି କୃଷକମାନେ ଆମର ଖାଦ୍ୟ ଯୋଗାଣକାରୀ। ସେମାନଙ୍କୁ ଅପରାଧୀଙ୍କ ପରି ବ୍ୟବହାର କରାଯାଇପାରିବ ନାହିଁ। ଏହି ସମୟରେ ସେ କୃଷକଙ୍କ ବିରୋଧ ସମ୍ପର୍କରେ ହରିୟାଣା ସରକାରଙ୍କ ବିବୃତ୍ତି ବିଷୟରେ ଉଲ୍ଲେଖ କରିଛନ୍ତି।

ପଞ୍ଜାବର କୃଷକମାନେ ଆଜି ଦିଲ୍ଲୀ ଅଭିମୁଖେ ଯାଉଛନ୍ତି। ମୋର ବିଶ୍ୱାସ ଖବରକାଗଜ ରିପୋର୍ଟ ଅନୁଯାୟୀ, ହରିୟାଣାରେ ସେମାନଙ୍କ ପାଇଁ ଜେଲ ପ୍ରସ୍ତୁତ ହେଉଛି, ବ୍ୟାରିକେଡ କରାଯାଉଛି। ସେମାନଙ୍କୁ ରୋକିବା ପାଇଁ ସମସ୍ତ ପ୍ରକାରର କାର୍ଯ୍ୟ କରାଯାଉଛି। ସରକାର ବୁଝିବା ଉଚିତ ଏମାନେ କୃଷକ, ଅପରାଧୀ ନୁହନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri