ଅଧିକ ଦାମରେ ବସ୍ତା କିଣୁଛନ୍ତି ଚାଷୀ

ଚମ୍ପୁଆ,୨୦।୧୨(ଡି.ଏନ.ଏ)  ଧାନ ଅମଳ ପ୍ରାୟ ୯୯ ଭାଗ ଶେଷ ହୋଇଯାଇଥିବା ବେଳେ ଚାଷୀ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି ବସ୍ତା। ଧାନ ସାଇତି ରଖିବା ହେଉ କି ବିକ୍ରିପାଇଁ ହେଉ ବସ୍ତାର ଆବଶ୍ୟକତା ରହୁଥିବା ବେଳେ ଏହାର ଅହେତୁକ ଦର ବୃଦ୍ଧି ପାଇଛି। ଚମ୍ପୁଆରେ ଏହି ବସ୍ତାର ଅଭାବ ପରିଲକ୍ଷିତ ହେଉଥିବା ବେଳେ ଚାଷୀ ଝାଡଖଣ୍ଡ ଅଞ୍ଚଳରୁ ଅଧିକ ଦାମ ଦେଇ ବସ୍ତା କିଣୁଥିବା ଅଭିଯୋଗ କରୁଛନ୍ତି।
ସୂଚନା ଅନୁସାରେ ଧାନ କିଣା ବିକା ପାଇଁ ଅଖା ଏକ ପ୍ରମୁଖ ମାଧ୍ୟମ। ଏଥିରେ ଧାନ ରଖାଗଲେ ଧାନର ଆର୍ଦ୍ରତା ପ୍ରାୟ କମିଯାଉଥିବା ବେଳେ ଧାନର ସୁରକ୍ଷା ବଢିଥାଏ। ଏହି ଦୃଷ୍ଟିକୋଣରୁ ମିଲର ଠାରୁ ଆରମ୍ଭ କରି ଚାଷୀମାନେ ଅଖାକୁ ଗୁରୁତ୍ୱ ଦେଉଛନ୍ତି। ମାତ୍ର ଚମ୍ପୁଆରେ ଏହାର ଅଭାବ ଦେଖାଦେଇଥିବା ବେଳେ ୫ରୁ ୧୦ ଟଙ୍କାରେ ମିଳୁଥିବା ଅଖା ବର୍ତ୍ତମାନ ୩୫ ରୁ ୪୦ ଟଙ୍କାରେ ମିଳୁଛି। ବାଧ୍ୟହୋଇ ଚାଷୀ ଅଧିକ ଦରରେ କିଣି ଶୋଷଣର ଶିକାର ହେଉଛନ୍ତି। ଏନେଇ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଦିଗାମ୍ବର ପ୍ରଧାନ କହିଛନ୍ତି, ଚାଷୀ ମଣ୍ଡିକୁ ଯେଉଁ ବସ୍ତାରେ ଧାନ ଆଣିବେ ତାହା ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri