ଚାଷୀଙ୍କ ବକେୟା ଅର୍ଥ, ଏଫସିଆଇ ଚାଉଳ ଉଠାଇବାରେ ଅବହେଳା: ବିଜେଡିର ଗଣଧାରଣା

କେସିଙ୍ଗା,୨୦।୭(ଡି.ଏନ୍‌.ଏ.): କଳାହାଣ୍ଡି ବିଜୁ ଜନତାଦଳ ପକ୍ଷରୁ କେସିଙ୍ଗାସ୍ଥିତ ଭାରତୀୟ ଖାଦ୍ୟ ନିଗମ ଡିପୋ ସମ୍ମୁଖରେ ମଙ୍ଗଳବାର ଗଣଧାରଣା ଦିଆଯାଇଛି। ଚାଷୀଙ୍କ ବକେୟା ଅର୍ଥ ଓ ଏଫସିଆଇ ଚାଉଳ ଉଠାଇବାରେ ଅବହେଳା ଯୋଗୁ ମଙ୍ଗଳବାର ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ସଭାପତିତ୍ୱରେ କେନ୍ଦ୍ର ସରକାରଙ୍କ ବିରୋଧରେ ଏହି ଗଣଧାରଣା ଦିଆ ଯାଇଛି। ଏହା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଇଛି। ଏଥିରେ ନର୍ଲା ବିଧାୟକ ଭୁପିନ୍ଦ୍ର ସିଂ, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, ଗୋବର୍ଦ୍ଧନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଆଉ ୩ କରୋନା ପଜିଟିଭ୍‌: ସିଲ୍‌ ହେଲା ଡାକ୍ତରଖାନା

ମାଲକାନଗିରି,୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ପୁଣି  ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାରୁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କଲେ ୨ ସ୍ବେଚ୍ଛାସେବୀ

ପାଟଣା,୨୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୨ ସ୍ବେଚ୍ଛାସେବୀ କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଛନ୍ତି। ସେ ହେଲେ...

କମୁଛି ଜଳ, ବଢୁଛି ଦୁଃଖ

ଖଇରା, ୨୯।୫ (ଡି.ଏନ.ଏ.)-ବାତ୍ୟା ୟାସ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ ବ୍ୟାପକ କ୍ଷତି ଘଟିଛି। କେଉଁଠି ବ୍ୟବସାୟୀଙ୍କ ଦୋକାନରେ ପାଣି ପଶି ଲକ୍ଷ ଲକ୍ଷ...

ଦାବି ପୂରଣ ନ ହେଲେ କାର୍ଯ୍ୟ ବନ୍ଦ ଚେତାବନୀ

ହିଞ୍ଜିଳିକାଟୁ,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଲ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀଙ୍କୁ...

ସୂଚନା କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ମାଷ୍ଟରମାଇଣ୍ଡଙ୍କ ସହ ୫ ଗିରଫ

ଫୁଲବାଣୀ ଅଫିସ, ୩୦ା୧୨- କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ଫର୍ଦ୍ଦାଫାସ କରିଛି ପୋଲିସ। ପୂର୍ବ ଶତ୍ରୁତା...

କରୋନା ପ୍ରତିରୋଧ ଲାଗି ପୁରୁଷୋତ୍ତମପୁରରେ ବିଶୋଧନ ପ୍ରକ୍ରିୟା ଆରମ୍ଭ, ଏନ୍‌ଏସି ପକ୍ଷରୁ ମାସ୍କ, ହ୍ୟାଣ୍ଡ ୱାସ୍‌ ବଣ୍ଟନ

ପୁରୁଷୋତ୍ତମପୁର, ୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ ଜାରିରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିିଲା ପୁରୁଷୋତ୍ତମପୁର ତହସିଲଦାର...

ଗଞ୍ଜାମ ଏନ୍‌ଏସିରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ଗଞ୍ଜାମ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳର ଡ୍ରେନଜ ବ୍ୟବସ୍ତା ଠିକ୍‌ ନ ଥିବା ଯୋଗୁ ଅସରାଏ ବର୍ଷାରେ ଗାଁ ଦାଣ୍ଡରେ ଜଳ ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି।...

ଆଚରଣ, ଉଚ୍ଚାରଣ ପ୍ରତି ସଚେତନ ରହିବା ଜରୁରୀ

ଜଳେଶ୍ୱର, ୩।୨(ସ୍ବ.ପ୍ର.)-ଓଡ଼ିଶାର ଉପାନ୍ତ ଓ ପଶ୍ଚିମବଙ୍ଗ ସୀମାନ୍ତରେ ଥିବା ଆମ୍ବଳିଅଠା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୬ଷ୍ଠ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ଜଳେଶ୍ୱର ବିଇଓ...

Advertisement
Archives

Model This Week