ତୁଟୁନି ବିକ୍ରି ସମସ୍ୟା: ଧାନ ଗଦାକରି ରାସ୍ତା ଅବରୋଧ କଲେ ଚାଷୀ

ପଦ୍ମପୁର,୧୮।୧(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟୁନାହିଁ। ଚାଷୀମାନେ ଧାନ ବିକ୍ରି କରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ ଚାଷୀଙ୍କୁ ମିଳିଥିବା ଟୋକନ ଅବଧି ମଧ୍ୟ ସରିଯାଇଛି। ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏ ନେଇ ସୋମବାର ଚାଷୀମାନେ ପଦ୍ମପୁର- ସୋହେଲାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେର ପଦ୍ମପୁର ମାର୍କେଟ ୟାଡ଼ ନିକଟସ୍ଥ ମୁଖ୍ୟରାସ୍ତା ଉପରେ ଧାନ ଗଦା କରି ରାସ୍ତା ଅବରୋଧ କରିଛନ୍ତି । ଚାଷୀଙ୍କ ପାଖରେ ଥିବା ସମସ୍ତ ଧାନକୁ କିଣିବା ପାଇଁ ସେମାନେ ଦାବି କରିଛନ୍ତି । ଫଳରେ ରାସ୍ତାର ଉଭୟ ପାଶର୍‌ବରେ ଶତାଧିକ ଗାଡି ଅଟକି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri