ରାସ୍ତା ଅବରୋଧ କଲେ ଚାଷୀ

କଣ୍ଟାମାଳ,୧୭ା୬(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ- ମନମୁଣ୍ଡା ରାସ୍ତା ଚାଷୀଙ୍କ ଦ୍ବାରା ଅବରୋଧ ହୋଇଛି । ସକାଳ ୮ଟାରୁ ସିମିଳିପଦର ପେକ୍ସରେ ଧାନ ନ ଉଠିବାରୁ ଚାଷୀ ରାସ୍ତାକୁ ଅବରୋଧ କରିଛନ୍ତି। ୧ରୁ ୧୦ ତାରିଖ ଯାଏ ଟୋକନ ପାଇଥିବା ଚାଷୀ ଧାନ ବିକ୍ରି କରି ପାରି ନାହାନ୍ତି । ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକଙ୍କ ଅନିୟମିତତା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚିଥିବାବେଳେ କୌଣସି ଅଧିକାରୀ ପହଞ୍ଚିନାହାନ୍ତି। ରାସ୍ତା ଅବରୋଧ ଫଳରେ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ଝିଅ ବାହାଘର ପାଇଁ ଥିବା ସୁନାଗହଣା

ବଅଁରପାଳ,୨୫।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜାନକୀ ବେହେରା, ଚିନ୍ତାମଣି...

ଶାଳଗାଁରେ ରେଳ ଦୁର୍ଘଟଣା ନେଇ ବଦଳିଲା କିଛି ଟ୍ରେନ୍‌ର ଗତିପଥ, କଟକ ପରିବର୍ତ୍ତେ ନରାଜ ହୋଇ ଯିବ

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ରେଳ ଦୁର୍ଘଟଣା ପରେ କିଛି ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। କଟକ ପରିବର୍ତ୍ତେ ନରାଜ ଦେଇ...

ଶିକ୍ଷକଙ୍କୁ ନିଲମ୍ବନ ପ୍ରତିବାଦ: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲା ତିଲେଇବାଣି ବ୍ଲକ ଅଧୀନ ସାମନ୍ତରା ପାଳି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ବିନା କାରଣରେ ନିଲମ୍ବନ କରାଯାଇଛି। ଏହାକୁ ପ୍ରତିବାଦ କରି...

ଯୋଡ଼ା ଗଣବଳାତ୍କାର ମାମଲା: ଏସ୍‌ପିଙ୍କୁ ଏନ୍‌ଏଚ୍‌ଆରସି ମାଗିଲେ ଅତିରିକ୍ତ ସୂଚନା

କେନ୍ଦୁଝର,୩ା୧୦(ସ୍ବ.ପ୍ର.): ଯୋଡ଼ା ଗଣବଳାତ୍କାର ମାମଲାରେ ପୀଡ଼ିତାଙ୍କ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଏସ୍‌ପିଙ୍କୁ ଚିଠି କରି ଅତିରିକ୍ତ ସୂଚନା ମାଗିଛନ୍ତି...

ଛାତ୍ରୀଛାତ୍ରଙ୍କୁ ଚକୋଲେଟ୍‌ ଦେଇ ସ୍ବାଗତ

ବାଲେଶ୍ୱର ଅଫିସ, ୧।୩ – ମହାମାରୀ କରୋନା ଯୋଗୁ ଦୀର୍ଘ ଦୁଇ ବର୍ଷ ଧରି ବନ୍ଦ ରହିଥିବା ପ୍ରଥମରୁ ପଞ୍ଚମ ଶ୍ରେଣୀ ସମସ୍ତ ସରକାରୀ ଓ...

ଝୁଲନ୍ତା ଅବସ୍ଥାରେ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଦୁବୁଲାଗୁଡ଼ା ଗ୍ରାମର ଦେବ୍ରାବେଡ଼ା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ...

ନଦୀରେ ବୁଡି ଜଣଙ୍କ ଜୀବନ ଗଲା

ଜଗନ୍ନାଥ ପ୍ରସାଦ,୩୦।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦସ୍ଥିତ ବୋଡା ନଦୀରୁ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି l ମୃତକ ହେଲେ ଜଗନ୍ନାଥ ପ୍ରସାଦ ଲକ୍ଷ୍ମୀବଜାରର...

ଟାଙ୍କି ଥାଇ ପାଣି ଚିନ୍ତା: କାମରେ ଆସୁନି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ

ଭୁବନ, ୨୦।୭(ଡି.ଏନ.ଏ.) – ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ବେଶ୍‌ ତତ୍ପରତା ଦେଖାଉଛନ୍ତି ସରକାର। ଏଥିପାଇଁ ଆରମ୍ଭ ହୋଇଛି ‘ବସୁଧା’। ଏହି ଯୋଜନା...

Advertisement
Archives

Model This Week