ଉଠୁନି ଧାନ: ରାସ୍ତା ଅବରୋଧ କରି ବ୍ରହ୍ମପୁରକୁ ପାଣି ଯୋଗାଣ ବନ୍ଦ କଲେ ଚାଷୀ

ଛତ୍ରପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତର ଚାଷୀମାନଙ୍କ ଧାନ ଉଠୁନି। ସରକାରଙ୍କ ମଣ୍ଡି ବ୍ୟବସ୍ଥାରେ ଉଠାଣରେ ଅହେତୁକ ବିଳମ୍ବ ହେତୁ ଟୋକନ୍‌ ରଦ୍ଦ ହେବାର ଆଶଙ୍କା ଦେଖାଯାଇଛି। ଏ ନେଇ ଚାଷୀମାନେ ପ୍ରତିକ୍ରିୟା ପ୍ରକାଶ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବ୍ରହ୍ମପୁର ସହରକୁ ପାଇପ୍‌ ଜଳଯୋଗାଣକୁ ଚାଷୀମାନେ ବନ୍ଦ କରିଛନ୍ତି। ଏଥିସହ ଛତ୍ରପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାକୁ ଚାଷୀମାନେ ଅବରୋଧ କରି ରଖିଛନ୍ତି । ୪୦୦ ଟୋକନ ମଧ୍ୟରୁ ୩୭ଟି ଟୋକନରେ ୧୪୬୧ କୁଇଣ୍ଟାଲ ଧାନ କିଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri