Posted inଜାତୀୟ

କୃଷି ଆଇନ ବିରୋଧରେ କୃଷକଙ୍କ ଭାରତ ବନ୍ଦ ଡାକରା, ୧୦ ମାସ ପୂରଣ ହେଲେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୭ ।୯: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସୋମବାର ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଏହି ଭାରତ ବନ୍ଦ ଆରମ୍ଭ ହୋଇଯାଇଛି ଯାହା ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଚାଲିବ । ଏହି ବନ୍ଦ ଡାକରାକୁ ଦେଶର କିଛି ରାଜନୈତିକ ଦଳ ବି ସମର୍ଥନ କରୁଛନ୍ତି । ଏହି ବନ୍ଦକୁ ଦେଖି ରାଜଧାନୀ ଦିଲ୍ଲୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଦିଲ୍ଲୀ ପୋଲିସ ସଫା ସଫା କହିଛି ପ୍ରଦର୍ଶନକାରୀଙ୍କୁ ରାଜଧାନୀ ଭିତରକୁ ପ୍ରବେଶ କରିବାକୁ ଦିଆଯିବ ନାହିଁ । ଗୋଟିଏ ପଟେ କୃଷକ ନେତା କହୁଛନ୍ତି ସରକାର ତାଙ୍କର ୩ କୃଷି ଆଇନକୁ ଫେରାଇ ନିଅନ୍ତୁ । ଅନ୍ୟପଟେ କେନ୍ଦ୍ର ସରକାର ଏ ନେଇ ଆଲୋଚନା କରିବାକୁ ପ୍ରସ୍ତୁତ ଥିବା ପୁଣିଥରେ କହିଛନ୍ତି । ଯଦିଓ ବହୁବାର କଥା ହେବା ପରେ ଏହା ବିଫଳ ହୋଇଛି ଏବେ ବି କେନ୍ଦ୍ର ସରକାର ସେହି ପୁରୁଣା କଥାକୁ ଦୋହରାଉଛନ୍ତି । ଭାରତ ବନ୍ଦ ଡାକରାକୁ ନେଇ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି ଆନ୍ଦୋଳନ ଛାଡି ସରକାରଙ୍କ ସହ କଥା ହେବାର କାଟ ବାଛନ୍ତୁ କୃଷକ । ସରକାର ସେମାନଙ୍କ ଆପତ୍ତିକୁ ନେଇ ବିଚାର କରିବାକୁ ପ୍ରସ୍ତୁତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri