ବିଭାଗ କଲାନି, କେନାଲ ସଫାକଲେ ଚାଷୀ

ପଦ୍ମପୁର, ୨୪ା୮(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଅଧିନ ସାପଲହର କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ପର୍ଯ୍ୟପ୍ତ ପରିମାଣରେ ପାଣି ରହିଛି। ଗତ ୪୦ ବର୍ଷଧରି ପ୍ରକଳ୍ପ ଅଧୀନ ଚାଷୀ ଜଲକର ଦେଉଛନ୍ତି। ହେଲେ ମୁଖ୍ୟ କେନାଲ ମରାମତି କାର୍ଯ୍ୟର ଅବହେଳା ହେତୁ ପୁରେନା ଏବଂ ସତୀଭଟା ଗ୍ରାମର ଚାଷୀ ମରୁଡିର ଶିକାର ହେଉଛନ୍ତି। ଏହି ଦୁଇ ଗ୍ରାମର ଚାଷୀଙ୍କ ଜମି ଶୁଖିଗଲାଣି। ବାରମ୍ବାର ବିଭାଗୀୟ ଅଫିସର ଓ ସହକାରୀ ଯନ୍ତ୍ରୀଙ୍କୁ ଜଣାଇଥିଲେ ସୁଦ୍ଧା ଏହାର କୌଣସି ଆଶୁ ସମାଧାନ କରାଯାଉ ନାହିଁ। ଅନ୍ୟନୋପାୟ ହୋଇ ବୁଧବାର ସତୀଭଟା ଓ ପୁରେନା ଗ୍ରାମର ଚାଷୀମାନେ ନିଜେ କେନାଲ ସଫେଇ କରିଥିଲେ l ସତୀଭଟା ଗ୍ରାମର ଚିତ୍ତ ରଞ୍ଜନ ପଣ୍ଡା, ହରିବୋଲ ରଣା, କିଶୋର ସାହୁ, ଯଶୋବନ୍ତ ନାୟକ, କିଶୋର ପାଣିଗ୍ରାହୀ, ବିଭୂତି ଭୂଷଣ ନାଏକ, ବଣୁଧର ସେଠ ଓ ପୁରେନା ଗ୍ରାମରୁ ଦେବରାଜ ସାହୁ, ଲକ୍ଷପତି ସାହୁ, ମୀନ ସାହୁ, ଯୀଶୁରାମ ସାହୁ ତଥା ଅନ୍ୟନ୍ୟ ଚାଷୀ କେନାଲ ସଫେଇରେ ସାମିଲ ହୋଇଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?