Posted inଜାତୀୟ

ଆନ୍ଦୋଳନ ସ୍ଥଳରେ କୃଷକଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୯।୧: ଦିଲ୍ଲୀ ଉପକଣ୍ଠ ସିଙ୍ଘୁ ସୀମାନ୍ତ ଚାଷୀମାନଙ୍କ ବିକ୍ଷୋଭ ସ୍ଥଳରେ ଶନିବାର ସନ୍ଧ୍ୟାରେ ଜଣେ ଚାଷୀ ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଞ୍ଜାବ ଫତେଗଡ଼ ସାହିରେ ରହୁଥିବା ଅମରିନ୍ଦର ସିଂ(୪୦)। ମିଳିଥିବା ସୂଚନା ମୁତାବକ, ଅମରିନ୍ଦର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ବିକ୍ଷୋଭ ସ୍ଥଳରେ ବିଷ ଖାଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସୋନେପାଟର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ଥାନୀୟ ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି। ଅନ୍ୟପକ୍ଷେ ନୂତନ କୃଷି ଆଇନ ପ୍ରତ୍ୟାହାର ଦାବିରେ ୩୦ରୁ ଅଧିକ ଦିନ ହେଲା ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ସରକାର ଏବଂ ସଂଗଠନ ମଧ୍ୟରେ ଅଷ୍ଟମ ପର୍ଯ୍ୟାୟ ବୈଠକ ବସିଥିଲେ ମଧ୍ୟ କୌଣସି ସମାଧାନର ସୂତ୍ର ବାହାରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri