ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା ସମବାୟ ସମିତି ଜରିଆରେ ୯ଜଣ ଚାଷୀ ମଣ୍ଡିରେ ଧାନ ଦେଇଛନ୍ତି। ମଣ୍ଡିକୁ ଆନୁଷ୍ଠାନିକ ଭାବେ ଫିତା କାଟି ଶୁଭାରମ୍ଭ କରିଛନ୍ତି ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ବ୍ଲକ ପ୍ରତିନିଧି କମଳା କାନ୍ତ ଦାଶ । ଏହି ସମୟରେ ଏମପି ଅନନ୍ତ ନାୟକଙ୍କ ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇ,ବଡ ପାଟଣା ସରପଞ୍ଚ ବିନତୀ ବାନାରା, ଲ୍ୟାମ୍ପ ସଭାପତି ରାମ ଚନ୍ଦ୍ର ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶନାଥ ନାୟକ,ଏମଆଇ ଦିବ୍ୟରାଜ ଭୋଇ,ଏମ ଡି ହରମୋହନ ମହାନ୍ତ, ସମବାୟ ବିତ ଦୀନବନ୍ଧୁ ମିଶ୍ର ଉପସ୍ଥିତ ଥିଲେ। ସେହିପରି କୁଡ଼ୁମିସେନା ରାଜ୍ୟ ସଭାପତି ମିତ୍ରଭାନୁ ମହାନ୍ତ, ନବନିର୍ମାଣ କୃଷକ ସଂଗଠନର ବ୍ଲକ ସଭାପତି ରାଜ ବଲ୍ଲଭ ମିଶ୍ର, ଜିଲା କାର୍ଯ୍ୟକାରୀ ସଭାପତି ଖଗେଶ୍ବର ମହାନ୍ତ , ପୂର୍ବତନ ବଡ ପାଟଣା ସରପଞ୍ଚ କେଶବ ଚନ୍ଦ୍ର ଦାଶ , ପୂର୍ବତନ ପାଟଣା ମଣ୍ଡଳ ଭାଜପା ସଭାପତି ରମେଶ ଚଦ୍ର ମହାନ୍ତଙ୍କ ସହ ବହୁ ଚାଷୀ ଯୋଗ ଦେଇଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri