ରୋଗପୋକ ଉପଦ୍ରବରେ ଉଜୁଡ଼ିଲା ଧାନଫସଲ, ଚିନ୍ତାରେ ବରଗଡ଼ ଜିଲାର ଚାଷୀ

ବରଗଡ଼ ଅଫିସ,୨୪।୯- ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲା ଚାଷୀଙ୍କ ପିଛା ଛାଡୁ ନାହିଁ ସମସ୍ୟା। ଏବେ ଧାନ ଫସଲରେ ନାନା ରୋଗପୋକର ଉପଦ୍ରବ ଜିଲାର ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। ଜିଲାର ଲହଣ୍ଡା, କଲାପାଣି ସମେତ ବିଭିନ୍ନ ଅଞ୍ଚଳର ଅଧିକାଂଶ ଧାନ ଫସଲରେ ପତ୍ରପୋଡା ରୋଗ ଦେଖାଯାଇଛି ଏବଂ ଏଥିରେ ଫସଲ ନଷ୍ଟ ହୋଇ ଯାଉଛି। ଏ ସମ୍ପର୍କରେ ଚାଷୀମାନେ ଅଭିଯୋଗ କରିବା ପରେ ଗୁରୁବାର କୃଷି ବିଜ୍ଞାନ କେନ୍ଦ୍ର, ବରଗଡର କୃଷି ବୈଜ୍ଞାନିକ ନୃସିଂହ ଚରଣ ବାରିକ, ଦୀପଙ୍କର ଜେନା, ସହକାରୀ କୃଷି ଅଧିକାରୀ ପ୍ରମୋଦିନୀ ପ୍ରଧାନ, ଗ୍ରାମ୍ୟ କୃଷି କର୍ମୀ ସବିତା ଆଚାର୍ଯ୍ୟ, ଓ ଅନ୍ୟ କୃଷି ଅଧିକାରୀ ମାନେ ଆସି ଲହଣ୍ଡା ପଞ୍ଚାୟତର ପ୍ରଭାବିତ ଧାନ ଫସଲ ପରିଦର୍ଶନ କରିବା ସହିତ ଚାଷୀଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟି ପଡ଼ିଲା ପ୍ରବାସୀ ଶ୍ରମିକଙ୍କ ବସ୍‌: ୪ ଗୁରୁତର

ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନସ୍ଥ ୫୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଗେଟ୍‌ ନିକଟରେ କେରଳରୁ ପଶ୍ଚିମବଙ୍ଗକୁ ୫୦ ପ୍ରବାସୀ ଶ୍ରମିକଙ୍କୁ...

ଗଞ୍ଜାମରେ କରୋନା ନେଲା ଆଉ ଏକ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି, ପୁଣି ୪ ପଜିଟିଭ୍‌ ଚିହ୍ନଟ

ଛତ୍ରପୁର,୧୪।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୫୫ ବର୍ଷୀୟ ବ୍ୟକ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଥିବା...

କାଳବୈଶାଖୀର ତାଣ୍ଡବ: ଭୁଷୁଡିଲା ୫ ବଖରା

ପାଟଣା,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ିକାପୁଡି ପଞ୍ଚାୟତ ନେଉଳୀପଶି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ ୫...

ଜ୍ୱର, ବାନ୍ତିରେ ୩୭ ଛାତ୍ରୀଛାତ୍ର ଆକ୍ରାନ୍ତ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବର୍ଦ୍ଧନପୁର ପଞ୍ଚାୟତ ନିଧିପଡ଼ା ଗ୍ରାମରେ ଥିବା ଆଦିବାସୀ କଲ୍ୟାଣ ବିଭାଗର ନିଧିପଡ଼ା ସେବାଶ୍ରମ ସ୍କୁଲ୍‌ର ୩୭ ଛାତ୍ରୀଛାତ୍ରଙ୍କୁ...

ଭକ୍ତଙ୍କୁ ଗର୍ଭଗୃହ ମନା

ବ୍ରହ୍ମଗିର,୧୦।୬(ଡି.ଏନ୍‌.ଏ): ଅଲାରନାଥଙ୍କ ଅନବସର ଦର୍ଶନ ସମୟରେ ଭକ୍ତଙ୍କୁ ଗର୍ଭଗୃହକୁ ମନା। ଭକ୍ତମାନେ ଅର୍ଦ୍ଦଳି ନିକଟରୁ ଠାକୁରଙ୍କୁ ଦର୍ଶନ କରିବେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ବ୍ରହ୍ମଗିରି...

ବିବାହ ପୂର୍ବରୁ ଉଠିଲା କୋକେଇ

ଝାରସୁଗୁଡା ଅଫିସ, ୯।୨: ବାହାଘର ଆଉ ମାସେ ଥିବାବେଳେ ନର୍ବନ୍ଧକୁ ଥିଲା ଆଉ୨ ଦିନ । ପୁଅ ବାହାଘରକୁ ନେଇ ପରିବାର ଲୋକେ ଆୟୋଜନରେ ଲାଗି...

ସଦର ରେଞ୍ଜ୍‌ରେ ବୁଲୁଛି ବାଘ

ଭାପୁର, ୨୦।୧୦(ଡି.ଏନ୍‌.ଏ.) ଢେଙ୍କାନାଳ ସଦର ରେଞ୍ଜ ମାଟିଆମୁଣ୍ଡିଆ ପାହାଡ଼ ପାଦଦେଶରେ ଏକ କଲରାପତରିଆ ବାଘ ବୁଲୁଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ...

ମଣ୍ଡଳ କାରାଗାର ଅନ୍ତେବାସୀଙ୍କ କୃତିତ୍ୱ

ବ୍ରହ୍ମପୁର ଅଫିସ,୧୧ା୩: ସରକାରଙ୍କ ତରଫରୁ ଜେଲଗୁଡ଼ିକରେ ହାତକୁ ନିଆଯାଉଥିବା ସଂସ୍କାରମୂଳକ କାର୍ଯ୍ୟକ୍ରମ ଯୋଗୁ ବହୁ ଅନ୍ତେବାସୀଙ୍କ କ୍ଷେତ୍ରରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଏପରିକି ବ୍ରହ୍ମପୁର ମଣ୍ଡଳ...

Advertisement
Archives

Model This Week