ଚକାଜାମ କଲେ ଚାଷୀ: ବରଗଡ଼ର ୮ଟି ସ୍ଥାନରେ ଚାଲିଛି ଆନ୍ଦୋଳନ

ବରଗଡ଼ ଅଫିସ,୬।୨: ଅଖିଳ ଭାରତୀୟ କିଷାନ ସଂଘର୍ଷ ସମନ୍ବୟ ସମିତି ଆହ୍ବାନ କ୍ରମେ ଶନିବାର ବରଗଡ଼ ଜିଲାରେ ଏକାଧିକ ଚାଷୀ ସଂଗଠନ ନେତୃତ୍ୱରେ ସ୍ବତଃସ୍ଫୁର୍ତ୍ତଭାବେ ଚାଷୀମାନେ ଚକାଜାମ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବି ତଥା ଦିଲ୍ଲୀସୀମାରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ବହୁସଂଖ୍ୟକ ଚାଷୀ ଏହି ତିନିଘଣ୍ଟିଆ ଚକାଜାମ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜିଲାର ଅତାବିରା, ରେଙ୍ଗାଲିକ୍ୟାମ୍ପ, ଦଶମାଇଲ, ସୋହେଲା, ବରଗଡ଼ ବରାହଗୋଡା କେନାଲ ଛକ, ସାଲେପାଲିର, ବରତୁଣ୍ଡା, ଗୋଡଭଗା ଆଦି ୮ଟି ସ୍ଥାନରେ ଏଭଳି ଚକାଜାମ ଆନ୍ଦୋଳନ ଚାଲିଥିବାବେଳେ ଅନେକ ଯାନବାହାନ ରାସ୍ତାର ଉଭୟ ପାଶର୍‌ବରେ ଅଟକି ରହିଛି। ପଶ୍ଚିମ ଓ କୃଷକ ସଂଗଠନ ସମନୱୟ ସମିତି, ଜୟ କିଶାନ ଆନ୍ଦୋଳନ, ନବ ନିର୍ମାଣ କୃଷକ ସଂଗଠନ, ଜିଲା ଚାଷୀ ସଂଗଠନ ସମନ୍ବୟ ସମିତି ପ୍ରମୁଖ ଚାଷୀ ସଂଗଠନ ଗୁ କର୍ମକର୍ତ୍ତା ଉପସ୍ଥିତ ରହି ଉଦ୍‌ବୋଧନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ତହସିଲରେ ପଲିଥିନ୍‌ ଚୋରି ନାଟକ, ୨ ଦିନ ପରେ ତହସିଲଦାରଙ୍କୁ କର୍ମଚାରୀ ଜଣାଇବା ପରେ…

ହାଟଡିହୀ/ଛେନାପଦୀ,୨୯ା୧୦(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରୁ ୧୫୦ଟି ପଲଥିନ୍‌ ଚୋରି ଘଟଣାର ଦୁଇ ଦିନ ପରେ ଥାନାରେ ଅଭିଯୋଗ ହେବାକୁ ନେଇ ସନ୍ଦେହ…

ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା…

ଧୋଇଲା ଭୂତପଙ୍କାଳ ବ୍ରିଜ୍‌: ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର ଯାତାୟାତ ଠପ୍‌, ଅନିର୍ଦ୍ଦିଷ୍ଟ କାଳ…

ଦାରିଙ୍ଗବାଡ଼ି,୨୯।୧୦(ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ବନ୍ୟାଜନିତ ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି। ଗଞ୍ଜାମ ଜିଲାର ଗାଜଲବାଡ଼ି ନିକଟରେ ଥିବା ଭୂତପଙ୍କାଳ ବ୍ରିଜ…

ଇଶାନ କିଶନଙ୍କ ରେକର୍ଡକୁ ବିପଦ! ମାତ୍ର ଏତିକି ରନ୍‌ କଲେ ଇତିହାସ ରଚିବେ ଅଭିଷେକ

ନୂଆଦିଲ୍ଲୀ, ୨୯।୧୦: ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ବ୍ୟାଟ ଏବେ ଜୋର୍‌ଦାର ଚାଲୁଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଟି-୨୦ ଅନ୍ତର୍ଜାତୀୟ ସିରିଜରେ ମଧ୍ୟ ଏହି ଭାରତୀୟ ଓପନର୍ସଙ୍କ…

ଘରକୁ ଆସି ପାର୍ସଲ ଡେଲିଭରି କରିବ ଭାରତୀୟ ରେଳବାଇ: କୋରିୟର କମ୍ପାନୀ ଭଳି ଡୋରଷ୍ଟେପ ସେବା; ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ରେଳବାଇ ଏବେ କୋରିୟର କମ୍ପାନୀଗୁଡ଼ିକ ଭଳି ଘରୁ ପାର୍ସଲ ସଂଗ୍ରହ କରିବା ଏବଂ ତାହାକୁ ସିଧାସଳଖ ଆପଣଙ୍କ ଦିଆଯାଇଥିବା ଠିକଣାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତି…

ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ

ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା…

ବ୍ରହ୍ମପୁର-ଭୁବନେଶ୍ୱରରୁ ବିଚ୍ଛିନ୍ନ ଭଞ୍ଜନଗର: ଘରେ ପଶିଲା ପାଣି, ଭାସିଲା ଗାଡ଼ି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ):ଜାତୀୟ ବିପର୍ଯ୍ୟୟ ପରିଚାଳନା ଦିବସରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୃଷ୍ଟି ହୋଇଛି ଭୟାବହ ବନ୍ୟା ପରିସ୍ଥିତି। ମାତ୍ର ୧୨ ଘଣ୍ଟାର…

ବିଧାନ ପରିଷଦ ନିର୍ବାଚନରେ ରୋଚକ ଲଢ଼େଇ: ଭାଜପା ନା କଂଗ୍ରେସ, କିଏ ମାରିଲା ବାଜି, ଜାଣନ୍ତୁ…

ନୂଆଦିଲ୍ଲୀ, ୨୯।୧୦: ୪ଟି ରାଜ୍ୟର ୨୮ଟି ବିଧାନ ପରିଷଦ ଆସନ ପାଇଁ ହୋଇଥିବା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳଗୁଡ଼ିକ ଉତ୍ତରପ୍ରଦେଶ ଓ କର୍ନାଟକରେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?