Posted inଜାତୀୟ

ନୂଆ କୃଷି ଆଇନକୁ ସମର୍ଥନ କରି କୃଷିମନ୍ତ୍ରୀଙ୍କୁ ଭେଟିଲା କୃଷକ ସଙ୍ଘ

ନୂଆଦିଲ୍ଲୀ, ୧୨।୧୨- ନୂଆ କୃଷି ଆଇନକୁ ବିରୋଧରେ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ ଶନିବାର ୧୭ ଦିନରେ ପହଞ୍ଚିଛି। ପରିସ୍ଥିତି ଜଟିଳ ଆଡ଼େ ମୁହାଁଉଥିବାବେଳେ ସାମ୍ନାକୁ ଆସିଛି ଭିନ୍ନ ଖବର, ଯାହାକୁ ହଜମ କରିବା ସହଜ ନୁହେଁ। ହରିୟାଣାର କୃଷକ ସଙ୍ଘର ୨୯ ପ୍ରତିନିଧି ଦଳ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ନୂଆ କୃଷି ଆଇନକୁ ସମର୍ଥନ କରିଛନ୍ତି। ଯଦି ଏହି ଆଇନକୁ ରଦ୍ଦ କରାଯାଏ, ତେବେ ସେମାନେ ବିକ୍ଷୋଭ କରିବେ ବୋଲି ଧମକ ଦେଇଛନ୍ତି।

ଭାରତୀୟ କିଷାନ ୟୁନିୟନର (ମନ୍ନ)ର ହରିୟାଣା ଶାଖା ନେତା ଗୁନି ପ୍ରକାଶଙ୍କ ନେତୃତ୍ୱରେ ପ୍ରତିନିଧି ଦଳ କୃଷିମନ୍ତ୍ରୀ ତୋମାରଙ୍କୁ ଭେଟି ସମର୍ଥନ ପତ୍ର ଦେଇଛନ୍ତି। ଗତ ସେପ୍ଟେମ୍ବରରେ ସଂସଦରେ ପାରିତ ହୋଇଥିବା ନୂଆ କୃଷି ବିଲକୁ କାର୍ଯ୍ୟକାରୀ କରିବା ପାଇଁ ସେମାନେ ଦାବି କରିଛନ୍ତି। ଆଉ ୨୦୧୪ ପର୍ଯ୍ୟନ୍ତ ସ୍ବାମିନାଥନ କମିଶନଙ୍କ ସୁପାରିସକୁ ପୂର୍ବତନ ସରକାର କାହିଁକି କାର୍ଯ୍ୟକାରୀ କରି ନ ଥିଲା ବୋଲି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri