ଟୋକେନ ସମସ୍ୟା ନେଇ ମଣ୍ଡି ଅଚଳକଲେ ଚାଷୀ

ଭବାନୀପାଟଣା,୧୦।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଖଇରପଦର ପାକ୍ସ ଅନ୍ତଗର୍ତ ବ୍ରାହ୍ମଣ ଛେଣ୍ଡିଆ ମଣ୍ଡି ଶୁକ୍ରବାର ଉଦ୍‌ଘାଟନ ହେବାର ଥିଲା। ହେଲେ ପାକ୍ସ କର୍ମଚାରୀଙ୍କ ଦାୟିତ୍ୱ ହିନତା ଯୋଗଗୁ ୫୫ ଜଣ ଚାଷୀଙ୍କ ଓଟିପି ଆସିବା ସତ୍ୱେ ରେଜିଷ୍ଟ୍ରେଶ ହୋଇ ପାରିନାହିଁ। ଫଳରେ ଚଳିତବର୍ଷ ଧାନ ବିକ୍ରି କରିବାରୁ ସେମାନେ ବଞ୍ଚତ୍ତ ହେଉଛନ୍ତି। ଏହାକୁ ନେଇ ପଞ୍ଜୀକରଣ ହୋଇ ପାରି ନ ଥିବା ଚାଷୀମାନେ ମଣ୍ଡି ଅଚଳ କରିଛନ୍ତି। ଆଗାମୀ ଦିନରେ ଏହି ସମସ୍ୟା ସମାଧାନ ନ ହେଲେ ରାଜରାସ୍ତାରେ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି। ଆନ୍ଦୋଳନରେ ଚାଷୀଙ୍କ ସମର୍ଥନ ପାଇଁ ଧର୍ମଗଡ ବ୍ଲକ ଅଧ୍ୟକ୍ଷା ବବିତା ପଟଯୋଶୀ ପହଞ୍ଚତ୍ ସମସ୍ୟା ସମାଧାନ ନେଇ ପ୍ରଶାସନ ସହିତ ଆଲୋଚନା କରିବା ପାଇଁ କହିଥିଲେ। ଖବର ପାଇ ଘଟଣାସ୍ଥଳରେ ଧର୍ମଗଡ ଏସିଏସଓ ଓ ଏଆର ସିଏସ ପହଞ୍ଚତ୍ ଏହି ସମସ୍ୟା ସମାଧାନ କରିବା ନେଇ ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri