Posted inଜାତୀୟ

କୃଷକ-ସୁରକ୍ଷାକର୍ମୀ ମୁହାଁମୁହିଁ

ସିର୍ସା,୧୭।୭: କୃଷକଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ଓ ଗିରଫକୁ କେନ୍ଦ୍ର କରି ସିର୍ସାରେ ମୁହାଁମୁହିଁ  ହୋଇଛନ୍ତି ଆନ୍ଦୋଳନକାରୀ ଓ ସୁରକ୍ଷାକର୍ମୀ। ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କ ମୁତୟନ ସତ୍ତ୍ୱେ ଆନ୍ଦୋଳନକାରୀମାନେ ବ୍ୟାରେକେଡ୍‌ ଭାଙ୍ଗି ଦେଇଛନ୍ତି।

ଗତ ୧୧ ତାରିଖରେ ଭାଜପା ନେତା ତଥା ହରିୟାଣା ବିଧାନସଭା ଉପ ବାଚସ୍ପତି ରଣବୀର ଗାଙ୍ଗଓ୍ବାଙ୍କ ଗାଡ଼ି ଉପରେ ଆକ୍ରମଣ ହୋଇଥିଲା। ଏ ନେଇ ହରିୟାଣା ପୋଲିସ ୧୦୦ କୃଷକଙ୍କ ବିପକ୍ଷରେ ଦେଶଦ୍ରୋହ ମାମଲା ରୁଜୁ କରିବା ସହ ୫ ଜଣଙ୍କୁ ଗୁରୁବାର ଗିରଫ କରିଥିଲା। ସେମାନଙ୍କୁ ମୁକ୍ତ କରିବା ପାଇଁ ଚାଷୀମାନେ ସକାଳୁ ଦାବି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ଠାରୁ ୨୫୦ କିମି ଦୂର ସିର୍ସାରେ ହାଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଲମ୍ବିତ ଭାଜପା ନେତା ଟି. ରାଜା ପୁଣି ଗିରଫ

ହାଇଦ୍ରାବାଦ,୨୫।୮: ନିଲମ୍ବିତ ଭାଜପା ନେତା ଟି. ରାଜା ସିଂଙ୍କୁ ପୁଣି ଗୁରୁବାର ଗିରଫ କରାଯାଇଛି। ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ପରେ ସେ ଦୃଢ...

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂହ ଧାମି

ଡେରାଡୁନ,୨୧।୩: ବିଧାନସଭା ନିର୍ବାଚନର ଫଳାଫଳ ପରେ ଉତ୍ତରାଖଣ୍ଡରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଲାଗିରହିଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁଷ୍କର ସିଂହ ଧାମି...

ହତ୍ୟାର ୭ ବର୍ଷ ପରେ ଫେରିଲେ ମହିଳା, ପୋଲିସର କାର୍ଯ୍ୟ ପ୍ରଣାଳୀ ଉପରେ ପ୍ରଶ୍ନ ଚିହ୍ନ, ୨ ନିର୍ଦ୍ଦୋଷ ୩ ବର୍ଷ ହେଲା ଜେଲରେ…

ଦୌସା/ଲକ୍ଷ୍ନୌ,୧୧।୧୨ : ରାଜସ୍ଥାନର ଦୌସା ଏକ ଆଶ୍ଚର୍ଯ୍ୟ ଜନକ ଫିଲ୍ମ ଷ୍ଟାଇଲର ଘଟଣା ଘଟିଛି। ଏଠାରେ ଜଣେ ମହିଳା ପୋଲିସକୁ ଆଶ୍ଚର୍ଯ୍ୟ କରିଛନ୍ତି। ଏହାର କାରଣ...

ଜଣଙ୍କୁ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ୩ ସାଙ୍ଗ

ବିଦିଶା,୧୨।୯: ପିକ୍‌ନିକ୍‌ ସ୍ପଟ୍‌ରେ ଥିବା ଝରଣାରେ ଗାଧାଉଥିବା ବେଳେ ୩ ଯୁବକ ବୁଡ଼ି ପ୍ରାଣ ହରାଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ମଧ୍ୟପ୍ରଦେଶର ବିଦିଶା ଜିଲାର...

ଲଭ୍‌ ଜେହାଦ ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ମଞ୍ଜୁରୀ: ଆଇନ ହେଲା ଲାଗୁ

ଲକ୍ଷ୍ନୌ,୨୮।୧୧: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ପାରିତ ହୋଇଥିବା ଅଧ୍ୟାଦେଶକୁ ଶନିବାର ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ମଞ୍ଜୁରୀ ମିଳିଛି।...

ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…

ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍‌ ରାସ୍ତା ଉପରକୁ ଚାଲି...

କର୍ନାଟକର କୃଷକ ତିଆରି କଲେ ଗଛରେ ଚଢି ପାରୁଥିବା ବାଇକ୍‌

ବେଙ୍ଗାଲୁର,୧୮।୬: ନଡ଼ିଆ ଓ ଗୁଆ ଗଛରେ ଚଢି ଫଳ ତୋଳିବା ବଡ କଷ୍ଟକର ବ୍ୟାପାର ହୋଇଥାଏ। ଏଥିପାଇଁ ଅନେକ ଲୋକ ଏହି ଫସଲ କରିବାକୁ ପଛଘୁଞ୍ଚା...

ନିର୍ବାଚନ ପୂର୍ବରୁ କୃଷକଙ୍କୁ ବଡ଼ ଉପହାର

ନୂଆଦିଲ୍ଲୀ,୨୪।୧୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ସରକାର କୃଷକଙ୍କ ଏକ ବଡ଼ ଉପହାର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଶୁକ୍ରବାର ଚାଷୀଙ୍କ ପାଇଁ...

Advertisement
Archives

Model This Week