ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଚାଷୀମାନେ ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀମାରଣ ନୀତିକୁ ବିରୋଧ କରି ବହୁସଂଖ୍ୟକ ଚାଷୀ ବରଗଡ଼ ଏସପିଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଧାନବିକ୍ରି ତଥା ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ କଟକଣାକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ସମେତ ଦ୍ବିପାକ୍ଷିକ ଆମେରିକା ଏବଂ ଭାରତ ଡିଲ୍‌ ରବ୍ଦ, ସ୍ବମୀନାଥନ କମିଟି ଅନୁସାରେ କୃଷିଜାତ ଦ୍ରବ୍ୟର ମୂଲ୍ୟ ଠିକ୍‌ କରାଯାଇ ସୁନିଶ୍ଚିତ ବଜାର ବ୍ୟବସ୍ଥା, ସମସ୍ତ ଚାଷୀଙ୍କ ଋଣଛାଡ଼, ଚାଷୀଙ୍କୁ ଆବଶ୍ୟକ ଅନୁସାରେ ସବସିଡିଯୁକ୍ତ ରାସାୟନିକ ସାର ଯୋଗାଣ, ୪ ଶ୍ରମ କୋଡ୍‌ ରଦ୍ଦ, ଶ୍ରମିକମାନଙ୍କୁ ମାସକୁ ସର୍ବନିମ୍ନ ୩୧ହଜାର ଟଙ୍କା ଦରମା, ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା କାର୍ଯ୍ୟକାରୀ କରି ୨୦୦ ଦିନ ରୋଜଗାର, ଚାଷ ଜମିକୁ କମ୍ପାନୀକରଣ କରା ନ ଯିବା ,ଏବଂ ଜମି ଅଧିଗ୍ରହଣ ବେଳେ ଚାଷୀମାନଙ୍କ ପରାମର୍ଶ ସୁନିଶ୍ଚିତ କରି ଜୋରଜବରଦସ୍ତି ଜମି ଅଧିଗ୍ରହଣ ବନ୍ଦ କରାଯିବା, ଝଡ଼ବର୍ଷାରେ ବରଗଡ଼ ବ୍ଲକର ଚକରକେନ୍ଦ ଗ୍ରାମର କ୍ଷତିଗ୍ରସ୍ତଙ୍କୁ ଉଚିତ କ୍ଷତିପୂରଣ ପ୍ରଦାନ ଦାବିରେ ଚାଷୀମାନେ ଏଭଳି ଆନ୍ଦୋଳନକୁ ଓହ୍ଲାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?