ହାତୀ ଆକ୍ରମଣରେ ଚାଲିଗଲା ଚାଷୀଙ୍କ ଜୀବନ, ଜଣେ ଗୁରୁତର

ଖୋର୍ଦ୍ଧା ଅଫିସ୍‌/ବେଗୁନିଆ,୨।୧(ଡି.ଏନ.ଏ):ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ ସିକୋ ଗାଁରେ ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ଜଣେ ଚାଷୀ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ସେହି ଗ୍ରାମର ରତ୍ନାକର ବେହେରା ଏବଂ ଗୁରୁତର ଆହତ ସେହି ଗ୍ରାମର ଦିନବନ୍ଧୁ ବରାଳ ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ରବିବାର ରାତିରେ ଉଭୟ ରତ୍ନାକର ଓ ବନ୍ଧୁ ନିଜ ଧାନ ଗଦାକୁ ଖଳାରେ ଜଗି ସୋଇଥିଲେ। ଦୁଇଟି ଦନ୍ତାହାତୀ ପଶି ଆସି ତାଙ୍କ ଧାନ ଗଦାକୁ ନଷ୍ଟ କରୁଥିଲେ। ଉଭୟ ଚାଷୀ ହାତୀ ଦୁଇଟିକୁ ଘଉଡାଇଲା ବେଳେ ରତ୍ନାକରଙ୍କୁ ଦଳି ପକାଇଥିଲେ। ପରେ ଦିନବନ୍ଧୁଙ୍କୁ ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ଜିଲା ଚିକିତ୍ସାଳୟକୁ ଚିକିତ୍ସା ପାଇଁ ସ୍ଥାନୀୟ ଲୋକେ ପଠାଇଥିଲେ। ସେଠାରେ ଡାକ୍ତର ରତ୍ନାକରଙ୍କୁ ମୃତ ଘୋଷଣା କହିଥିଲେ। ଦିନବନ୍ଧୁଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପଠାଇ ଦିଆଯାଇଛି। ଖବରପାଇ ବନ ବିଭାଗ ଟିମ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଛି। ହାତୀଙ୍କ ଉତ୍ପାତ ଯୋଗୁ ସ୍ଥାନୀୟ ଅଞ୍ଚଳରେ ଭୟରେ ଆତଙ୍କ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri