ହାତୀ ଆକ୍ରମଣରେ ଚାଷୀଙ୍କ ଜୀବନ ଗଲା

ଭଞ୍ଜନଗର,୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସି ରେଞ୍ଜ କ୍ଷେତମୁଣ୍ଡାଳି ଗ୍ରାମର ଚାଷୀ ପବିତ୍ର ପାତ୍ର (୪୦)ଙ୍କୁ ଶନିବାର ରାତିରେ ଏକ ହାତୀ ଆକ୍ରମଣ କରିଥିଲା। ଫଳରେ ପବିତ୍ର ଗୁରୁତର ହୋଇଥିଲେ। ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପବିତ୍ରଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲକୁ ଚିକିତ୍ସା ପାଇଁ ଆଣିଥିଲେ। ମେଡିକାଲରେ ଡାକ୍ତର ପବିତ୍ରଙ୍କୁ ମୃତ ଘୋଷଣା କରିଛନ୍ତି। ପ୍ରକାଶ ଯେ, ହାତୀପଲ କ୍ଷେତମୁଣ୍ଡାଳି ଅଞ୍ଚଳରେ ଧାନ ଫସଲ ଖାଉଥିଲେ। ତେଣୁ ଚାଷୀମାନେ ଫସଲ ରକ୍ଷା କରିବାକୁ ଯାଇ ହାତୀ ଘଉଡ଼ାଇବାକୁ ଯାଇଥିଲେ। ଏହି ସମୟରେ ହାତୀପଲ ଲୋକଙ୍କ ଆଡ଼େ ଗୋଡ଼ାଇ ଆସିଥିଲା। ପବିତ୍ର ଦୌଡ଼ି ଯାଇ ନ ପାରି ତଳେ ପଡ଼ିଯାଇଥିଲେ। ଏହାପରେ ଏକ ହାତୀ ପବିତ୍ରଙ୍କୁ ଦଳି ଦେଇଥିଲା। ଖବରପାଇ ଡିଏଫ୍‌ଓ ସୁଦର୍ଶନ ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?