ବିଭିନ୍ନ ଦାବିନେଇ କୃଷକ ମଞ୍ଚର ପଦଯାତ୍ରା

ଚାନ୍ଦବାଲି,୨୪।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ଚିଙ୍ଗୁଡି ଚାଷ ଦ୍ୱାରା କ୍ଷତିଗ୍ରସ୍ତ କୃଷକ ମିଳିତ ମଞ୍ଚ ଚାନ୍ଦବାଲି ପକ୍ଷରୁ ବୁଧବାର ସକାଳୁ ଭଦ୍ରକ ଅଭିମୁଖେ ଏକ ପଦଯାତ୍ରା ଆରମ୍ଭ ହୋଇଛି। ଚାଷୀମାନେ ଏକତ୍ରିତ ହୋଇ ଚାନ୍ଦବାଲିରୁ ଭଦ୍ରକ ପ୍ରାୟ ୫୦ କିମି ପଦଯାତ୍ରା କରିବା ପରେ ଭଦ୍ରକ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ବେଆଇନ ଚିଙ୍ଗୁଡି ଘେରି ନିର୍ମାଣ ବନ୍ଦ, ଚିଙ୍ଗୁଡି ଚାଷ ଯୋଗୁ କ୍ଷତିଗ୍ରସ୍ତ କୃଷକଙ୍କୁ କ୍ଷତିପୂରଣ ପ୍ରଦାନ, ଚିଙ୍ଗୁଡି ପୋଖରୀରୁ ନିର୍ଗତ ବର୍ଜ୍ୟବସ୍ତୁର ବିଶୋଧନ ଭଳି କେତେକ ଦାବି କୃଷକ ମିଳିତ ମଞ୍ଚ ପକ୍ଷରୁ ଉପସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟେରାଙ୍କ ଟାର୍ଗେଟରେ ଫାଇନାନ୍ସ କର୍ମଚାରୀ: ବନ୍ଧୁକ ଦେଖାଇ ନେଇଗଲେ ଲକ୍ଷେ ଟଙ୍କା

ପରଜଙ୍ଗ, ୩।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରା ଆତଙ୍କ ଦେଖାଦେଇଛି। ଭାଲୁମୁଣ୍ଡା-ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନରେ...

ଅତିରିକ୍ତ ତହସିଲଦାର ପରିଚୟ ଦେଇ ଜରିମାନା ଆଦାୟ ଅଭିଯୋଗ: ଖବରଦାତାଙ୍କ ବିରୋଧରେ ତହସିଲଦାରଙ୍କ ଏତଲା

ଚନ୍ଦ୍ରଗିରି,୨୩ା୮(ଡି.ଏନ.ଏ.)- ଅତିରିକ୍ତ ତହସିଲଦାର ପରିଚୟ ଦେଇ ବାଲି ଟ୍ରାକ୍ଟର ମାଲିକଙ୍କଠାରୁ ଜରିମାନା ଆଦାୟ କରିବା ଅଭିଯୋଗରେ ଜଣେ ଦୈନିକ ଓଡିଆ ଖବରକାଗଜ (ଧରିତ୍ରୀ ନୁହେଁ) ଏଜେଣ୍ଟ/ଖବରଦାତାଙ୍କ...

ବିଶ୍ରାରେ ୪୮ ଘଣ୍ଟା ବଢ଼ିଲା କଣ୍ଟେନମେଣ୍ଟ ଅବଧି

ସୁନ୍ଦରଗଡ଼, ୧୪।୪ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରାରେ ଦୁଇ ଜଣଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବାପରେ ଜିଲାପ୍ରଶାସନ ପକ୍ଷରୁ ଗତ ୧୨ ତାରିଖରେ ସମ୍ପୃକ୍ତ ଅଞ୍ଚଳକୁ...

ମୁଣ୍ଡ ନ ଥିବା କୁଟୁରା ଉଦ୍ଧାର

ଯୋଡ଼ା,୧୭ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ଅନ୍ତର୍ଗତ କୁଦୁରସାହି ନିକଟସ୍ଥ ବୈତରଣୀ (ଏ) ରିଜର୍ଭ ଜଙ୍ଗଲରୁ ବନବିଭାଗ ଗୁରୁବାର ପୂର୍ବାହ୍ନରେ ବନ ବିଭାଗ...

ଲାଭଦାୟକ ହେଉନି ଚିନାବାଦାମ ଚାଷ

ରସୁଲପୁର,୨।୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ଚାଷୀ ପନିପରିବା, ତୈଳବୀଜ, ଡାଲିଜାତୀୟ ଓ ଆଖୁ ଭଳି ଅର୍ଥକରୀ ଫସଲ ଚାଷକୁ ଗୁରୁତ୍ୱ ଦିଅନ୍ତି। ଏହି ଅଞ୍ଚଳରେ ତୈଳବୀଜ...

ଅସ୍ଥିଶଲ୍ୟ ବିଭାଗରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଭେଟି ଅଭିଯୋଗ କଲେ ଛାତ୍ରନେତା

ବାଲେଶ୍ୱର ଅଫିସ, ୧୦।୭- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅସ୍ଥିଶଲ୍ୟ ବିଭାଗରେ ଜଣେ ରୋଗୀଙ୍କୁ ତ୍ରୁଟିପୂର୍ଣ୍ଣ ଚିକତ୍ସା କରାଯିବା ଘଟଣା ନେଇ ଅତିରିକ୍ତ ଜିଲା ମୁଖ୍ୟ...

ନିର୍ଯାତନା ଅଭିଯୋଗ: ଉଦ୍ଧାର ହେଲେ ୭ ଫେରାର ଯୁବତୀ

ଖୋର୍ଦ୍ଧା ଅଫିସ,୩୧।୧: ଖୋର୍ଦ୍ଧା ପୌର ପରିଷଦର ସାମନ୍ତରାପୁରସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନର ଉଜାଲା ଗୃହରେ ରହୁଥିବା ୭ ଜଣ ଅସହାୟ ଯୁବତୀ ଗୁରୁବାର ସନ୍ଧ୍ୟାରେ ଫେରାର ହୋଇଯାଇଥିଲେ।...

ଆଲୋଚନା ହେଉ ନଥିବାରୁ ବଢ଼ୁଛି ଅସନ୍ତୋଷ

ପାରାଦୀପ, ୩୦ା୭ (ସ୍ବ.ପ୍ର.): ୧୨ ଦଫା ଦାବି ନେଇ ଏକାଧିକ ସଂଗଠନ ପକ୍ଷରୁ ପିପିଏଲ୍‌ କମ୍ପାନୀ ଫାଟକ ଆଗରେ ଚାଲିଥିବା ଧାରଣା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି।...

Advertisement
Archives

Model This Week