ଜିଲାପାଳଙ୍କୁ ଭେଟିଲେ ଚାଷୀ: କଲେ ବଡ଼ ଅଭିଯୋଗ

ରୁପ୍ରାରୋଡ,୨୮ା୧୧(ସଞ୍ଜୀବ ଦାସ): ରୁପ୍ରାରୋଡ୍‌ ଧାନମଣ୍ଡିରେ ଚାଷୀ ଶୋଷଣର ଶିକାର ହେଉଥିବା ଅଭିଯୋଗ କରି କୃଷକ ନେତା ଦୁର୍ଯ୍ୟୋଧନ କୁମାରଙ୍କ ନେତୃତ୍ୱରେ ଚାଷୀମାନେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଓ ଅନ୍ୟ ଅଧିକାରୀମାନଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି।

ଚାଷୀଙ୍କ ଏହି ଅଭିଯୋଗକୁ ଜିଲାପାଳ ଗୁରୁତ୍ୱର ସହ ନେଇ ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଚାଷୀଙ୍କ ଅଭିଯୋଗ ଅନୁଯାୟୀ, ରୁପ୍ରା ପ୍ୟାକ୍ସର ଧାନ ମଣ୍ଡିରେ ଦୀର୍ଘ ୧୫ବର୍ଷ ହେଲା ସ୍ଥାନୀୟ ଦଲାଲ ଓ ମିଲରମାନେ ଚାଷୀଙ୍କୁ ଶୋଷଣ କରିଆସୁଛନ୍ତି।

ପ୍ରତି କୁଇଣ୍ଟାଲ ଧାନରୁ ୧୬ରୁ ୧୮ କିଲୋଗ୍ରାମ ପର୍ଯ୍ୟନ୍ତ କଟ୍‌ନିଛଟ୍‌ନି କରିବା ସହ ଧାନ ବସ୍ତାକୁ ନିଜ ଗୋଦାମ ଘରେ ଗଚ୍ଛିତ ରଖୁଛନ୍ତି। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚାଷୀମାନେ ଦାବି କରିଛନ୍ତି। ଏ ନେଇ ପ୍ୟାକ୍ସ ସମ୍ପାଦକ କୁମୁଦ ମହାନନ୍ଦଙ୍କୁ ପଚାରିବାରୁ ମଣ୍ଡିରେ କୌଣସି ପ୍ରକାର ଶୋଷଣ ହେଉ ନାହିଁ କିମ୍ବା କୌଣସି ଉଚ୍ଚପଦସ୍ଥ ଅଧିକାରୀଙ୍କ ଦ୍ୱାରା ତଦନ୍ତ ହୋଇ ନ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତି ଦାବିରେ ତାତିଲେ ସ୍ଥାନୀୟ ବାସିନ୍ଦା: ଧାରଣା ଯୋଗୁ ଅଟକି ରହିଛି ମାଇନିଂ ଗାଡ଼ି

ଛତ୍ରପୁର,୨୮।୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ମାଟିଖାଲସ୍ଥିତ ଆଇଆରଇଏଲ(IREL) ଡିସାଲିନେସନ ପ୍ଲାଣ୍ଟରେ ସ୍ଥାନୀୟ ଯୁବକଙ୍କୁ ପୁନଃ ନିଯୁକ୍ତି ଦାବିରେ ଆନ୍ଦୋଳନ ତୀବ୍ର ହୋଇଛି। ଗତ ୩…

ଗାଁରୁ ବଲାଙ୍ଗୀର ଆସୁଥିଲେ, ଲଖପାଲି ଛକରେ ପଛପଟୁ ଧକ୍କା ଦେଲା ହାଇୱା; ବାଇକ୍ ଆରୋହୀ…

ବଲାଙ୍ଗୀର,୨୮।୧୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ପୁଇଁନ୍ତଲା ବ୍ଲକ୍ ନିକଟ ଲଖପାଲି ଛକରେ ଶନିବାର ସନ୍ଧ୍ୟାରେ ଏକ ବାଲି ବୋଝେଇ ହାଇୱା…

ଭାରତୀୟ ସମ୍ବିଧାନ ସମଗ୍ର ବିଶ୍ୱରେ ଅଦ୍ୱିତୀୟ: ଖେମୁଣ୍ଡି କଲେଜ ଉତ୍ସବରେ ଡ. ପ୍ରଦୀପ ପାଣିଗ୍ରାହୀଙ୍କ…

ଦିଗପହଣ୍ଡି,୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ଶନିବାର ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ବ୍ରହ୍ମପୁର MP ଡ. ପ୍ରଦୀପ କୁମାର…

ଖସୁଛି ପାରଦ: ଜି.ଉଦୟଗିରିରେ ୭.୬ ଡିଗ୍ରୀ

ଜି.ଉଦୟଗିରି,୨୮ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ପ୍ରବଳ ଥଣ୍ଡା ସହ ଜାଡ଼ ଅନୁଭୂତ ହେଉଛି। ସାରୁ ସକାଳ ୯ଟା ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ କୁହୁଡ଼ି…

ଗଞ୍ଜାମ ବଡ଼ ବଜାରରୁ ସାନ ବଜାର ଯାଏଁ ବୁଲା ଗାଇଙ୍କ ଦୌରାତ୍ମ୍ୟ: ଡିଭାଇଡରରେ ପିଟି ହୋଇ ଯୁବକ ଗୁରୁତର, ସ୍ଥାୟୀ…

ଗଞ୍ଜାମ,୨୮।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାରଠାରୁ ସାନ ବଜାର ପର୍ଯ୍ୟନ୍ତ ରାସ୍ତା ଉପରେ ମାଳ ମାଳ ବୁଲା ଗାଇଗୋରୁ ବୁଲୁଥିବାରୁ ଦୈନନ୍ଦିନ ଛୋଟବଡ଼ ଦୁର୍ଘଟଣା ଘଟୁଛି।…

କଳାହାଣ୍ଡିରେ BJPକୁ ବଳ: ଥୁଆମୂଳ ରାମପୁର-ଡୁମେରପଦର ମଣ୍ଡଳ ବୈଠକରେ BJPରେ ଯୋଗଦେଲେ ୩୦ ବିଜେଡି କର୍ମୀ

ଥୁଆମୂଳ ରାମପୁର,୨୮/୧୧ (ଦୁର୍ଗା କୀର୍ତ୍ତି): ଭାରତୀୟ ଜନତା ପାର୍ଟି (BJP) କଳାହାଣ୍ଡି ଜିଲା ପକ୍ଷରୁ ଥୁଆମୂଳ ରାମପୁର ସ୍ଥିତ ଖଣ୍ଡୁଆଲ୍ ପଡ଼ିଆଠାରେ ଥୁଆମୂଳ ରାମପୁର ଓ ଡୁମେରପଦର…

ନଦୀରୁ ମୃତଦେହ ଉଦ୍ଧାର, ବଢ଼ିଲା ସନ୍ଦେହ

ନିରାକାରପୁର,୨୮।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ନୁଣିଆବର ଘାଟ ନିକଟ ନଦୀରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।…

କୋଟିଆ ସୀମାରେ ନୂଆ ବିବାଦ: ନାମାଙ୍କନ ପ୍ରତ୍ୟାହାର ପାଇଁ ଯାଉଥିବା ୱାର୍ଡ ସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲା ଆନ୍ଧ୍ର ପୋଲିସ, ବିଳମ୍ବିତ ରାତିରେ…

ପଟ୍ଟାଙ୍ଗି,୨୮/୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ସୀମା ବିବାଦ ଥମିବାର ନାଁ ଧରୁନଥିବା ବେଳେ ଏବେ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?