ବ୍ରିଟିଶ୍‌ ସଂସଦରେ କୃଷକ ଆନ୍ଦୋଳନ ଚର୍ଚ୍ଚା: ଭାରତ ପକ୍ଷରୁ ବିରୋଧ

ନୂଆଦିଲ୍ଲୀ/ଲଣ୍ଡନ,୯।୩: କୃଷି ଆଇନ ବିରୋଧରେ ଭାରତରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ବ୍ରିଟିଶ୍‌ ସଂସଦରେ ଆଲୋଚନା କରାଯାଇଛି। ଏଭଳି ଆଲୋଚନାକୁ ଭାରତ ପକ୍ଷରୁ ବିରୋଧ କରାଯାଇଛି। ଲଣ୍ଡନରେ ଅବସ୍ଥାପିତ ଥିବା ଭାରତୀୟ ଉଚ୍ଚାୟୁକ୍ତ ଏହାର କଡ଼ା ସମାଲୋଚନା କରିଛନ୍ତି। ସଂସଦରେ ଏକ ତରଫା ଏବଂ ମିଥ୍ୟା ତଥ୍ୟ ଉପସ୍ଥାପନ କରାଯାଇଥିବା ସେ କହିଛନ୍ତି। ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବା ନିନ୍ଦନୀୟ ବୋଲି ସେ ଅଭିଯୋଗ ଆଣିଛନ୍ତି। ବ୍ରିଟିଶ ସରକାରଙ୍କ ମନ୍ତ୍ରୀ ନାଇଜଲ ଏଡମ୍ସ୍‌ କୃଷି ସଂଶୋଧନ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri