ବ୍ରିଟିଶ୍‌ ସଂସଦରେ କୃଷକ ଆନ୍ଦୋଳନ ଚର୍ଚ୍ଚା: ଭାରତ ପକ୍ଷରୁ ବିରୋଧ

ନୂଆଦିଲ୍ଲୀ/ଲଣ୍ଡନ,୯।୩: କୃଷି ଆଇନ ବିରୋଧରେ ଭାରତରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ବ୍ରିଟିଶ୍‌ ସଂସଦରେ ଆଲୋଚନା କରାଯାଇଛି। ଏଭଳି ଆଲୋଚନାକୁ ଭାରତ ପକ୍ଷରୁ ବିରୋଧ କରାଯାଇଛି। ଲଣ୍ଡନରେ ଅବସ୍ଥାପିତ ଥିବା ଭାରତୀୟ ଉଚ୍ଚାୟୁକ୍ତ ଏହାର କଡ଼ା ସମାଲୋଚନା କରିଛନ୍ତି। ସଂସଦରେ ଏକ ତରଫା ଏବଂ ମିଥ୍ୟା ତଥ୍ୟ ଉପସ୍ଥାପନ କରାଯାଇଥିବା ସେ କହିଛନ୍ତି। ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବା ନିନ୍ଦନୀୟ ବୋଲି ସେ ଅଭିଯୋଗ ଆଣିଛନ୍ତି। ବ୍ରିଟିଶ ସରକାରଙ୍କ ମନ୍ତ୍ରୀ ନାଇଜଲ ଏଡମ୍ସ୍‌ କୃଷି ସଂଶୋଧନ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଲାସ୍କାରେ ଜୋରଦାର ଭୂକମ୍ପ ଝଟ୍‌କା

ଓ୍ବାଶିଂଟନ୍‌,୨୯।୭: ଆମେରିକା ଆଲାସ୍କାର ପେନିନସୁଲାରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସ୍ଥାନୀୟ ସମୟାନୁସାରେ ବୁଧବାର ବିଳମ୍ବିତ ରାତ୍ରି ୧୧ଟା ୧୫ରେ ଏକ ଶକ୍ତିଶାଳୀ ଝଟ୍‌କା...

ଉହାନ କମ୍ ବିପଦପୂର୍ଣ୍ଣ ଅଞ୍ଚଳ ଘୋଷିତ

ବେଜିଂ, ୨୦ା୪- କରୋନା ଭାଇରସର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ଏକ କମ୍ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। କରୋନା ଯୋଗୁ ସହରର...

ପୁଟିନ ଅସୁସ୍ଥ ନେଇ ପୁଣି ଚର୍ଚ୍ଚା…

ମସ୍କୋ,୨୦।୨ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବାସ୍ଥ୍ୟ ବିଷୟରେ ଗଣମାଧ୍ୟମରେ ଅନେକ ସମୟରେ କଳ୍ପନାଜଳ୍ପନା ଚାଲିଛି। ପୁଟିନ କିଛି ଗୁରୁତର ସ୍ବାସ୍ଥ୍ୟ ସମସ୍ୟାରେ ପୀଡିତ...

ହୁନ ମାନେଟ କାମ୍ବୋଡିଆର ନୂଆ ପ୍ରଧାନମନ୍ତ୍ରୀ, ୧୨୩ ସାଂସଦଙ୍କର ମିଳିଲା ସମର୍ଥନ

ନୋମ ପେନ୍ହ,୨୨।୮: କାମ୍ବୋଡିଆର ନୂଆ ପ୍ରଧାନମନ୍ତ୍ରୀ ଭାବେ ହୁନ ମାନେଟ ନିର୍ବାଚିତ ହୋଇଛନ୍ତି। କାମ୍ବୋଡିଆର ନେଶନାଲ ଆସେମ୍ଲି ମଙ୍ଗଳବାର ହୁନ ମାନେଟଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ପାଞ୍ଚ...

ଘୋଡ଼ା ସହ ଏମିତି କାମ କଲେ ଶିକ୍ଷୟିତ୍ରୀ, ଶେଷରେ ଗଲା ଚାକିରି

ଲଣ୍ଡନ,୨୨ା୧୨: ବ୍ରିଟେନରେ ଜଣେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଏମିତି କିଛି କାର୍ଯ୍ୟ କରିଛନ୍ତି, ଯାହା ଜାଣିଲେ ଆପଣ ମଧ୍ୟ ନିନ୍ଦା କରିବେ। ସୋସିଆଲ ମିଡିଆରେ ତାଙ୍କ...

ଦିନକରେ ୩.୭ କୋଟି ସଂକ୍ରମିତ

ବେଜିଂ,୨୪।୧୨: ଚାଇନାରେ ଚଳିତ ସପ୍ତାହର ଗୋଟିଏ ଦିନରେ ପାଖାପାଖି ୩.୭ କୋଟି ଲୋକ କୋଭିଡ୍‌ ସଂକ୍ରମିତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହା...

ଖଣି ଭୁଶୁଡ଼ି ୧୧୩ ମୃତ

ୟାଙ୍ଗୁନ୍‌,୩।୭:ଉତ୍ତର ମ୍ୟାନ୍‌ମାରରେ ଥିବା ଏକ ମୂଲ୍ୟବାନ୍‌ ରତ୍ନପଥର (ମଣି) ଖଣି ଗୁରୁବାର ଭୁଶୁଡ଼ି ପଡ଼ିବାରୁ ୧୧୩ ଜଣଙ୍କର ମୃତ୍ୟୁ ଘଟିଛି। ଆହୁରି କେତେଜଣ ପୋତିହୋଇପଡ଼ିଥିବାରୁ ମୃତ୍ୟୁସଂଖ୍ୟା...

କ୍ରିମିୟାରେ ପାଦ ଦେଲେ ହେବ ବୋମାବର୍ଷା, ବ୍ରିଟେନ୍‌କୁ ରୁଷିଆର ନାଲି ଆଖି…

ମସ୍କୋ,୧୫।୭: ରୁଷିଆ ବ୍ରିଟେନ୍‌କୁ କ୍ରିମିୟା ପ୍ରସଙ୍ଗଠାରୁ ଦୂରେଇ ରହିବାକୁ ଚେତାବନୀ ଦେଇଛି। କ୍ରିମିୟାରେ ପାଦ ଦେଲେ ବୋମାବର୍ଷା ହେବ ବୋଲି ନାଲି ଆଖି ଦେଖାଇ ରୁଷିଆ...

Advertisement
Archives

Model This Week