Posted inଜାତୀୟ

୨୩ରୁ ଜୋର୍‌ଦାର ହେବ ଚାଷୀ ଆନ୍ଦୋଳନ

ନୂଆଦିଲ୍ଲୀ, ୨୨।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଜାରି ରହିଥିବା ଚାଷୀ ଆନ୍ଦୋଳନକୁ ଆହୁରି ଜୋର୍‌ଦାର କରାଯିବ। ଏଥିପାଇଁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ଏକାଧିକ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ସରକାର ଆନ୍ଦୋଳନକୁ ଚପାଇ ଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି ସେମାନେ ରଣକୌଶଳ ବଦଳାଇବାକୁ ନିଷ୍ପତ୍ତି ନେଇଛନ୍ତି। ସେହି ଅନୁଯାୟୀ ଫେବୃୟାରୀ ୨୩କୁ ‘ପଗଡ଼ି ସମ୍ଭାଳ ଦିବସ’, ୨୪କୁ ‘ଦମନ ବିରୋଧୀ ଦିବସ’ ଭାବେ ପାଳନ କରାଯିବ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ କୁହାଯାଇଛି। ସେହିପରି ୨୬ରେ ‘ଯୁବ କିଷାନ ଦିବସ’ ଏବଂ ୨୭ରେ ‘ମଜଦୁର କିଷାନ ଏକତା ଦିବସ’ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଅନ୍ତା ଜାଳିବା ପୂର୍ବରୁ ନିର୍ଯାତନା ଦିଆଯାଇଥିଲା

ରାମପୁରହାଟ,୨୪।୩: ୩ ମହିଳା ଏବଂ ୨ ଶିଶୁଙ୍କ ସମେତ ୮ ଜଣଙ୍କୁ ପଶ୍ଚିମବଙ୍ଗର ବୀରଭୁମ ଜିଲାରେ ଜିଅନ୍ତ ଜାଳି ଦିଆଯାଇଥିଲା। ମୃତକଙ୍କ ବ୍ୟବଚ୍ଛେଦ କରାଯିବା ପରେ...

ଓୱାଇସିଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ଯୋଗୀ

ଲକ୍ଷ୍ନୌ,୪ ।୭: ଉତ୍ତର ପ୍ରଦେଶରେ ଜିଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ବହୁ ସଂଖ୍ୟାରେ ବିଜୟ ଲାଭ କରି ଏବେ ଉତ୍ସାହିତ ଅଛି...

ଜମ୍ମୁ-କଶ୍ମୀରରେ ୩ ଲଶ୍କର ଆତଙ୍କବାଦୀ ଗିରଫ: ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର, ୧୯।୯: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷା ବଳଙ୍କ ସଫଳତା ମିଳିଛି। ଏଠାରେ ୩ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ ରାଜୌରୀ ଜିଲାରୁ ଶନିବାର ଆତଙ୍କବାଦୀମାନଙ୍କୁ...

ଶାହିନ ବାଗ୍‌ରେ ପ୍ରଦର୍ଶନ ଶାନ୍ତିପୂର୍ଣ୍ଣ: ପୋଲିସ ଅଯଥା ବନ୍ଦ କରିଛି ରାସ୍ତା; ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ

ନୂଆଦିଲ୍ଲୀ,୨୩।୨: ଶାହିନ ବାଗ୍‌ରେ ୨ ମାସରୁ ଅଧିକ ଦିନ ଧରି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ପ୍ରଦର୍ଶନ ଜାରି ରହିଛି। ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ପ୍ରଦର୍ଶନକାରୀଙ୍କ ସହିତ...

ଭାରତ-ବାଂଲାଦେଶ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି: ହସିନାଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୫।୧୦: ଭାରତ-ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପୁଣି ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍‌ ହସିନାଙ୍କ ସହିତ ଶନିବାର ସାକ୍ଷାତ୍‌...

ସୋସିଆଲ୍‌ ମିଡ଼ିଆରେ ଛାତ୍ରୀଛାତ୍ରଙ୍କୁ ଦିଆଯିବ ହୋମ୍‌ ଓ୍ବାର୍କ

ଅହମଦାବାଦ୍‌, ୧୯।୩: ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା...

ଲାଲୁ ଗୁରୁତର

ରାଞ୍ଚତ୍, ୨୩।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଗୁରୁତର ଅବନତି ଦେଖାଦେଇଛି। ଗୁରୁବାର...

ଗର୍ଭବତୀ ପ୍ରସବ ଯନ୍ତ୍ରଣାରେ ହେଲେ ଛଟପଟ, ସ୍ବାମୀ କଲେ ଏପରି…

ରାଞ୍ଚି, ୧୯।୭: ଛତିଶଗଡ଼ରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାର ସଦ୍ୟତମ ଉଦାହରଣ ରାଞ୍ଚି ସଦର ହସ୍ପିଟାଲରେ ଶନିବାର ଦେଖିବାକୁ ମିଳିଛି। ଏଠାରେ ଜଣେ ଗର୍ଭବତୀଙ୍କୁ...

Advertisement
Archives

Model This Week