ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ ଏଭଳି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶୁକ୍ରବାର ସବୁଠି ପଖାଳ ଦିବସ ପାଳନ କରାଯାଉ ଥିବାବେଳେ ଧାରଣାରତ ଚାଷୀମାନେ ମଧ୍ୟ ଧାରଣାସ୍ଥଳୀରେ ପଖାଳ ଦିବସ ପାଳନ କରିଥିଲେ। ନିଜେ ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କାଠ ଜାଳେଣିରେ ରୋଷେଇ କରିଥିଲେ ଏବଂ ପଖାଳ ଦିବସ ପାଳନ କରିଥିଲେ। ଧାନବିକ୍ରି ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ଏବଂ ଆଗକୁ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଆମେରିକା-ଇସ୍ରାଏଲ ପରେ ଏସବୁ ଦେଶକୁ ଧମକ ଦେଲା ଇରାନ, ବିଶ୍ୱରେ ଚହଳ…

ତେହରାନ,୨୦।୩: ଇରାନ ବ୍ରିଟେନକୁ ଏକ କଠୋର ଚେତାବନୀ ଦେଇଛି। ଏହା କହିଛି ଯେ ଯଦି ବ୍ରିଟେନ ଆମେରିକାକୁ ତାର ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦିଏ,…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ବଢିଲା ଯୁଦ୍ଧ ଭୟ! ଆମେରିକାକୁ ଆଖି ଦେଖାଇଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୦।୩: ଇରାନ, ବର୍ତ୍ତମାନ ମୁସଲିମ ବିଶ୍ୱରେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ପାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସଂସଦକୁ ସୂଚନା ଦେଇଛନ୍ତି…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri