ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ବାସ୍ଥ୍ୟ ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ।

ସମ୍ମାନୀୟ ଅତିଥି ଭାବେ ବୁଢୀପଦର ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ, DRCS ପ୍ରମୋଦ ବରିହା, ସେକ୍ରେଟାରୀ ଘନଶ୍ୟାମ ପୁଟା, ଗୌନ୍ତିଆ ସୁଧାଂସୁ ଶେଖର ସାହୁ ଓ ଅବସରପ୍ରାପ୍ତ ପୋଲିସ ଅଧିକାରୀ ତଥା ସମାଜସେବୀ ଯୁଧିଷ୍ଠିର ପଧାନ ଉପସ୍ଥିତ ଥିଲେ।

ଏହା ସହିତ ରାଜୁ ପଧାନ, କିଶୋର ଦର୍ଜୀ, ଗୌନ୍ତିଆ ପ୍ରସନ୍ନ ନେଗୀ, ସଂକୀର୍ତନ ଧରୁଆ, ଆନନ୍ଦ ମିଶ୍ର, ସୁଶାନ୍ତ ସାହୁ, ଯୋଗେନ୍ଦ୍ର ବିଶି, ସଦାନନ୍ଦ ବୁଦ୍ଧିଆ, ଅକୁର ସାହୁ, ପ୍ରମୋଦ ଚାନ୍ଦ, ଆନନ୍ଦ ମହାପାତ୍ର, ରାଜେଶ୍ୱର କୁଁୱର, ହେମରାଜ ମହାକୁର ଓ ପ୍ରହଲ୍ଲାଦ ପଧାନ ମଧ୍ୟ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ବୁଢୀପଦର ପଞ୍ଚାୟତର ବହୁ ସଂଖ୍ୟକ ଗ୍ରାମବାସୀ ଓ ଚାଷୀବୃନ୍ଦ ଯୋଗଦେଇଥିଲେ। ନୂତନ ସମିତି ସ୍ଥାପନ ହେଲେ ଅଞ୍ଚଳର ଚାଷୀମାନଙ୍କୁ ଋଣ ସୁବିଧା, ବୀଜ ଓ ସାର ଯୋଗାଣ ସହିତ ବିଭିନ୍ନ କୃଷି ସହାୟତା ମିଳିବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri