Posted inଜାତୀୟ

କୃଷକ ସଂଗଠନର ବଡ଼ ଘୋଷଣା, ପୁଣି କରିବେ ଆନ୍ଦୋଳନ

ନୂଆଦିଲ୍ଲୀ, ୨୨।୦୭: ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଆଇନ୍‌ ସମେତ ଅନ୍ୟ କେତେକ ଦାବିକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ପୁଣିଥରେ ରାସ୍ତାକୁ ଓହ୍ଲାଇବେ କୃଷକ । ଏନେଇ ରାଜଧାନୀ ଦିଲ୍ଲୀରେ ବଡ଼ ଘୋଷଣା କରିଛନ୍ତି କୃଷକ ସଂଗଠନ । ଦିଲ୍ଲୀର ଏକ କ୍ଲବରେ କିଷାନ ମଜଦୁର ରାଷ୍ଟ୍ରୀୟ ସମ୍ମିଳନୀ ଆୟୋଜିତ ହୋଇଛି । ଏହି ସମ୍ମିଳନୀରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଏବଂ କିଷାନ ମଜଦୁର ମୋର୍ଚ୍ଚା ସାମିଲ୍‌ ହୋଇଥିବା ଜଣାପଡ଼ିଛି ।

ଏହି ସମ୍ମିଳନୀରେ କୃଷକ ସଂଗଠନ ୧ ଅଗଷ୍ଟରେ ସାରା ଦେଶରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବ । ଏଥି ସହିତ କ୍ରିମିନାଲ ଆଇନ୍‌କୁ ନେଇ ମଧ୍ୟ ସଂଗଠନ ପ୍ରତିବାଦ କରିବ । ଦେଶର ପ୍ରତ୍ୟେକ ଜିଲାର ହେଡ୍‌କ଼୍ବାର୍ଟର ଅଞ୍ଚଳରେ ସମସ୍ତ କୃଷକ ଆନ୍ଦୋଳନ କରିବେ । ଅନ୍ୟପଟେ ୧୫ ଅଗଷ୍ଟରେ ସାରା ଦେଶରେ ଟ୍ରାକ୍ଟର ମୋର୍ଚ୍ଚା ରାଲି ବାହାରିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri