Posted inଜାତୀୟ

ଫେବୃୟାରୀ ୨୩ରେ କଳା ଦିବସ, ମାର୍ଚ୍ଚ ୧୪ରେ ମହାପଞ୍ଚାୟତ: ବଡ଼ ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେଉଛନ୍ତି ଚାଷୀ

ନୂଆଦିଲ୍ଲୀ,୨୨।୨: ସଂଯୁକ୍ତ କିଶାନ ମୋର୍ଚ୍ଚା(ଏସକେଏମ) ଚାଷୀଙ୍କ ପ୍ରଦର୍ଶନରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଏମଏସପି ଉପରେ ଗ୍ୟାରେଣ୍ଟି ଆଇନ ଦାବି କରୁଥିବା ଚାଷୀଙ୍କ ଦ୍ୱାରା ଚାଲିଥିବା ବିରୋଧ ମଧ୍ୟରେ କୃଷକ ନେତା ରାକେଶ ଟିକାୟତ ଗୁରୁବାର ଘୋଷଣା କରିଛନ୍ତି ଯେ ଫେବୃୟାରୀ ୨୩ ଶୁକ୍ରବାର କଳା ଦିବସ ପାଳନ କରାଯିବ। ପୁଲିସ ଆକ୍ରମଣରେ ଖାନାଉରି ସୀମାରେ ଯୁବ ଚାଷୀଙ୍କ ମୃତ୍ୟୁ ପ୍ରତିବାଦରେ କଳା ଦିବସ ପାଳନ କରାଯିବ। ଘଟଣା ବିରୋଧରେ ଏଫଆଇଆର ଓ ମୃତକଙ୍କ ପରିବାରକୁ ୧ କୋଟି ଟଙ୍କାର କ୍ଷତି ପୂରଣ ପାଇଁ ମଧ୍ୟ ସେ ଦାବି କରିଛନ୍ତି। ଏହା ବ୍ୟତୀତ ୨୬ ଫେବୃଆରୀରେ ଦେଶର ଭିଭିନ୍ନ ଜାତୀୟ ରାଜପଥରେ ଟ୍ରାକ୍ଟର ରାଲି ଆୟୋଜିତ ହେବ। ଏହି ସମୟରେ ମାର୍ଚ୍ଚ ୧୪ରେ ଦିଲ୍ଲୀର ରାମଲିଲା ମଇଦାନରେ ଏକ ମହାପଞ୍ଚାୟତ ଡକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri