ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି ଅଧିକାରୀ ଗୌରୀଶଙ୍କର ମିଶ୍ର, ରଣପୁର ବିଧାୟକଙ୍କ ପ୍ରତିନିଧି କହୁଥିବାବେଳେ ପ୍ରତିବାଦ ଓ ବିକ୍ଷୋଭ ହୋଇଥିଲା। ୟୁରିଆ କଳା ବଜାରରେ ବିକ୍ରି ହେଉଥିଲେ ମଧ୍ୟ ପଦକ୍ଷେପ ନ ଥିବା, ମଣ୍ଡିରେ କଟଣୀ ଛଟ୍‌ନୀ ନ ରୋକିବା, କୃଷି ଅଧିକାରୀ ଅଫିସରେ ବସି କ୍ଷେତ୍ର ଭ୍ରମଣ ନ କରିବା, ସିଏମ୍‌ ଓ ପିଏମ କିଷାନ ରାଶି ଚାଷୀ ନ ପାଇବା ପରି ଘଟଣା ଅତିଥିଙ୍କ ଭାଷଣ ବେଳେ ଦର୍ଶାଇ ବିରୋଧ ହୋଇଥିଲା। ଏପରିକି କିଛି ଚାଷୀ ମେଳା ଛାଡ଼ି ପଳାଇଥିଲେ। ପରିସ୍ଥିତି ଏଭଳି ହୋଇଥିଲା ଅନେକ ଅତିଥି ଭାଷଣକୁ କାଣ୍ଟଛାଣ୍ଟ୍‌ କରି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…

ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri