Posted inଜାତୀୟ

ଚାଷୀ ଆନ୍ଦୋଳନର ନୂଆ ଠିକଣା

ନୂଆଦିଲ୍ଲୀ,୨୧।୭: କୃଷି ଆଇନ ବିରୋଧରେ ଜନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ପାଇଁ ଚାଷୀଙ୍କୁ ଦିଲ୍ଲୀ ପୋଲିସ ବୁଧବାର ଅନୁମତି ଦେଇଛି। କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀମାନେ ମୌସୁମୀ ଅଧିବେଶନ ସମୟରେ ପାର୍ଲାମେଣ୍ଟ ଆଗରେ ବିକ୍ଷୋଭ କରିବାକୁ ନିଷ୍ପତ୍ତି ନେଇଥିଲେ। ବିକ୍ଷୋଭ ପାଇଁ ଅନ୍ୟ ସ୍ଥାନ ବାଛିବା ନିମନ୍ତେ ପୋଲିସ ସେମାନଙ୍କୁ ଅନୁରୋଧ କରିଥିଲା। ମଙ୍ଗଳବାର ପୋଲିସ ସହ ଚାଷୀ ନେତାଙ୍କ ବୈଠକ ପରେ ଗୁରୁବାରଠାରୁ ଜନ୍ତରମନ୍ତରରେ ବିକ୍ଷୋଭ କରିବାକୁ ନିଷ୍ପତ୍ତି ହୋଇଛି। ପୋଲିସ କହିବା ଅନୁଯାୟୀ ସିଙ୍ଘୁ ସୀମାରୁ ପୋଲିସ ସୁରକ୍ଷାରେ ଚାଷୀମାନଙ୍କୁ ବସ୍‌ରେ ଜନ୍ତରମନ୍ତର ଅଣାଯିବ। ପ୍ରତିଦିନ ୨୦୦ ଚାଷୀ ଉକ୍ତ କିଷାନ ପାର୍ଲାମେଣ୍ଟରେ ସାମିଲ ହେବେ ବୋଲି କୃଷକ ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କରୋନା ଗ୍ରାଫ୍‌ ଉପରମୁହାଁ: ଗତ ୨୪ଘଣ୍ଟାରେ ୪୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ,୩୯୯୮ ମୃତ

ନୂଆଦିଲ୍ଲୀ,୨୧।୭: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିିଛି। ଗତ ୧୨୫...

ଆଲିଶାଙ୍କୁ ମିଳିଲା ଟ୍ରାନ୍ସଜେଣ୍ଡର ପରିଚୟ ପତ୍ର

ଗାନ୍ଧିନଗର,୨୫ ।୭: ଗୁଜୁରାଟର ଟ୍ରାନ୍ସଜେଣ୍ଡର ବା ତୃତୀୟ ଲିଙ୍ଗ ଆଲିଶା ପଟେଲଙ୍କୁ ରାଜ୍ୟ ସରକାର ସ୍ୱୀକୃତି ପ୍ରାପ୍ତ ଟ୍ରାନ୍ସଜେଣ୍ଡର ପରିଚୟ ପତ୍ର ପ୍ରଦାନ କରିଛନ୍ତି ।...

କରୋନା ସଂକ୍ରମଣ ମା’ଙ୍କ ଠାରୁ ନବଜାତକଙ୍କୁ ହେବାର ରହିଛି ବି ଆଶଙ୍କା !

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ନେଇ ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌ (ଆଇସିଏମ୍‌ଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, କରୋନା ସଂକ୍ରମିତ...

ଉଗ୍ରବାଦୀଙ୍କ ହାତରେ ଚାଇନା ବନ୍ଧୁକ

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଏବେ ଉତ୍ତରପୂର୍ବ ରାଜ୍ୟଗୁଡ଼ିକରେ ବିଭିନ୍ନ ଉଗ୍ରବାଦୀ ସଂଗଠନଙ୍କୁ ଚାଇନା ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇବାରେ ଲାଗିଛି। ଭାରତରେ...

ଭାରତରେ ଉପଲବ୍ଧ ହେବ କରୋନା ଟିକା, ଦାମ୍‌ ରହିଛି…

ନୂଆଦିଲ୍ଲୀ,୮ା୮ : ଭାରତରେ କରୋନା ମହାମାରୀ ବର୍ତ୍ତମାନ ଦ୍ରୁତ ଗତିରେ ମାଡ଼ିଚାଲିଛି। ସଂକ୍ରମିତଙ୍କ ସଂଖ୍ୟାରେ ଭାରତ ପ୍ରଥମ ସ୍ଥାନରେ ପହଞ୍ଚିଛି। ଏଭଳି ପରିସ୍ଥିତିରେ ବର୍ତ୍ତମାନ ଲୋକେ...

ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ: ଷ୍ଟେଶନ କାନ୍ଥ ଭାଙ୍ଗି ବାହାରକୁ ମାଡ଼ିଗଲା

କାନପୁର, ୨୮।୮: ଉତ୍ତରପ୍ରଦେଶ କାନପୁର ସେଣ୍ଟ୍ରାଲ ରେଳ ଷ୍ଟେଶନ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କାନପୁର-ଲକ୍ଷ୍ନୌ ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ ହୋଇଛି।...

ଛାତ୍ରୀଙ୍କୁ ୧୬୮ ଚାପୁଡ଼ା ମାରି ଜେଲ୍‌ ଗଲେ ଶିକ୍ଷକ

ଝାବୁଆ,୧୭।୫: ସରକାର ସମସ୍ତ ସ୍କୁଲକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବା ବେଳେ ମଧ୍ୟପ୍ରଦେଶର ଝାବୁଆ ଜିଲାର ଥାନ୍ଦଲା ଅଞ୍ଚଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟରେ ଏକ...

୧୧ବର୍ଷରେ ୭୩ କୋଟି ଟଙ୍କାର କୂଅ ପାଣି ଚୋରି: ୬ ଜଣଙ୍କ ବିରୋଧରେ ମାମଲା

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ର ମୁମ୍ବାଇରେ ପୋଲିସ କୂଅ ପାଣି ଚୋରି ଅଭିଯୋଗରେ ୬ ଜଣଙ୍କ ବିରୋଧରେ ଏକ ମାମଲା ଦାଏର କରିଛି। ୧୧ ବର୍ଷ ମଧ୍ୟରେ ଅଭିଯୁକ୍ତମାନେ...

Advertisement


Archives

Model This Week

Why Dharitri