Posted inଜାତୀୟ

କରନାଲରେ ଶେଷ ହେଲା କୃଷକଙ୍କ ବିରୋଧ ପ୍ରଦର୍ଶନ

ଚଣ୍ଡିଗଡ଼,୧୧ ।୯: ଅଗଷ୍ଟ ୨୮ରେ ବସତାଡା ଟୋଲରେ କୃଷକଙ୍କ ଉପରେ ହୋଇଥିବା ଲାଠିଚାର୍ଜ ଓ ଏସ୍‌ଡିଏମ୍ ଆୟୁଷ ସିହ୍ନାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଅନ୍ୟ ଦାବି ନେଇ କୃଷକ ଓ ପ୍ରଶାସନ ମଧ୍ୟରେ ଲାଗି ରହିଥିବା ଟଣାଓଟରାରେ ବିରତି ଲାଗିଛି । ଅତିରିକ୍ତ ମୁଖ୍ୟ ସଚିବ ଦେବେନ୍ଦ୍ର ସିଂ କହିଛନ୍ତି ଉଭୟଙ୍କ ସହମତିରେ ୨୮ ଅଗଷ୍ଟରେ ହୋଇଥିବା ଘଟଣାର ହାଇକୋଟର ପୂର୍ବତନ ଜଜଙ୍କୁ ନେଇ ଘଟଣାର ଯାଞ୍ଚ କରାଯିବ । ଏହା ଏକମାସ ମଧ୍ୟରେ ଶେଷ ହେବ । ପୂର୍ବତନ ଏସ୍‌ଡିଏମ୍ ଆୟୁଷ ସିହ୍ନା ଏବେ ଛୁଟିରେ ରହିବେ । ହରିୟାଣା ସରକାର ମୃତ କୃଷକ ସତିଶ କାଜଲଙ୍କ ପରିବାରର ଦୁଇ ଜଣଙ୍କୁ ଚାକିରି ଯୋଗାଇ ଦେବେ । ଏହାପରେ କୃଷକ ନେତା ଗୁରନାମ ସିଂ ଲାଠିଚାର୍ଜ ମାମଲାକୁ ନେଇ ଚାଲିଥିବା ଆନ୍ଦୋଳନ ଶେଷ କରିବାକୁ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri