Posted inଜାତୀୟ

କୃଷି ବିଲ୍‌କୁ ନେଇ କୃଷକଙ୍କ ବିରୋଧ ପ୍ରଦର୍ଶନ: ଟିକରି-ସିନ୍ଧୁ ସୀମା ବନ୍ଦ

ନୂଆଦିଲ୍ଲୀ,୩୦ ।୧୧: କେନ୍ଦ୍ର ସରକାରଙ୍କ କୃଷି ବିଲକୁ ନେଇ ଗତ ପ୍ରାୟ ୫ଦିନ ହେବ ପଞ୍ଜାବ. ହରିୟାଣା, ରାଜସ୍ଥାନ ଆଦିର କୃଷକମାନେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ସୋମବାର ମଧ୍ୟ ଏହା ଜାରି ରହିଛି । ସିନ୍ଧୁ ସହ ଟିକରି ଓ ଦିଲ୍ଲୀ-ୟୁପି ସୀମାରେ ବି କୃଷକମାନେ ବିରୋଧ ପ୍ରଦର୍ଶନ କରି ଚାଲିଛନ୍ତି । ଏବେ ଦିଲ୍ଲୀ ପୋଲିସର ସୂଚନା ଅନୁଯାୟୀ, ସିନ୍ଧୁ ଓ ଟିକରି ସୀମାରେ ସମସ୍ତ ଯାତାୟାତକୁ ବନ୍ଦ କରି ଦିଆଯାଇଛି । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ୩ କୃଷି ନିୟମକୁ ପୁଣିଥରେ ପ୍ରତ୍ୟାହାର କରିବା ଦାବିରେ କୃଷକମାନେ ୩ ପଟରୁ ଘେରି ରହିଛନ୍ତି । ହରିୟାଣାକୁ ଲାଗି ରହିଥିବା ସିନ୍ଧୁୁ ଓ ଟିକରି ସୀମା ସହ ଉତ୍ତରପ୍ରଦେଶ ଗେଟ ନିକଟରେ ବି କୃଷକମାନେ ଆନ୍ଦୋଳନ କରିଛନ୍ତି । ସୋମବାର ସକାଳୁ ୟୁପି ଗେଟ ନିକଟରେ ଆନ୍ଦୋଳନକୁ ବଢାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ପାକିସ୍ତାନକୁ ବହୁ ପଛରେ ପକାଇଲା ଭାରତ, ରଖିଛି ଏତିକିଟିି ଏସିଆ କପ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୧୫।୯: ଏସିଆ କପରେ ଭାରତର ଆଧିପତ୍ୟ କେବଳ ପୁରୁଷ ଦଳ ମଧ୍ୟରେ ସୀମିତ ନୁହେଁ। ମହିଳା ଦଳ ମଧ୍ୟ କ୍ରମାଗତ ଭାବେ ଉତ୍କୃଷ୍ଟ ପ୍ରଦର୍ଶନ କରି ୨୦୨୬…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ବରୁଣ-ସଞ୍ଜୁ OUT, ବୈଭବ IN? ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତର ପ୍ଲେଇଂ ଇଲେଭେନ…

ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ସେପ୍ଟେମ୍ବର ୧୫ (ମଙ୍ଗଳବାର) ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?