Posted inଜାତୀୟ

ଭୟର ବାତାବରଣ ମଧ୍ୟରେ ରାତି ସାରା ଉଜାଗର ରହିଲେ ଆନ୍ଦୋଳନରତ କୃଷକ

ନୂଆଦିଲ୍ଲୀ,୨୮ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଗାଜିପୁର ସୀମାରେ ଆନ୍ଦୋଳନରେ ବସିଥିବା କୃଷକ ଓ ପୋଲିସ ମଧ୍ୟରେ ତୁତୁ ମେମେ ଆରମ୍ଭ ହୋଇଛି । ଭାରତୀୟ କୃଷକ ୟୁନିୟନର ପ୍ରବକ୍ତା ରାକେଶ ଟିକୈତ ଅଭିଯୋଗ କରିଛନ୍ତି କି ବୁଧବାର ରାତିରେ ତାଙ୍କ କ୍ୟାମ୍ପରୁ ପୋଲିସ ବୁଜୁଳି କାଟି ଦେଇଛି । ଏଥିପାଇଁ କୃଷକମାନେ କେନ୍ଦ୍ର ସରକାର ଓ ପୋଲିସ ଆନ୍ଦୋଳନକୁ ଅସ୍ଥିର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି । କୃଷକ ନେତାଙ୍କ ଅଭିଯୋଗ ହେଲା ପ୍ରଶାସନ ପରିବେଶକୁ ଖରାପ କରୁଛି । ଭୟର ବାତାବରଣ ସୃଷ୍ଟି କରୁଛି । ଯାହାଫଳରେ ଆମେ ସାରା ରାତି ଉଜାଗର ରହିଛୁ । କାରଣ ପ୍ରଶାସନ ଚାହୁଁଛି ଆମର ଆନ୍ଦୋଳନ ଶେଷ ହେଉ ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri