Posted inଜାତୀୟ

ଆଲୋଚନା ଆରମ୍ଭ କରିବା ପାଇଁ ସରକାର ପ୍ରସ୍ତୁତ : ଗୋୟଲ

ନୂଆଦିଲ୍ଲୀ, ୭ା୨- ନୂଆ କୃଷି ଆଇନକୁ ବିରୋଧ କରୁଥିବା ଆନ୍ଦୋଳନରତ କୃଷକ ନେତାଙ୍କ ସହ ପୁଣି ଥରେ ସରକାର ଆଲୋଚନା ଆରମ୍ଭ କରିବା ପାଇଁ ପ୍ରସ୍ତୁତ ଥିବା କେନ୍ଦ୍ର ମନ୍ତ୍ରୀ ପିୟୂଷ ଗୋୟଲ ରବିବାର ସୂଚନା ଦେଇଛନ୍ତି।

ଗତମାସରେ ଆନ୍ଦୋଳନରତ କୃଷକ ନେତାଙ୍କ ସହ ଆଲୋଚନା କରିବାକୁ  ଗୋଟିଏ ଫୋନ କଲ ଦୂରରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। କିନ୍ତୁ ଏପର୍ଯ୍ୟନ୍ତ କେହି ଠୋସ୍‌ ପ୍ରସ୍ତାବ ଦେଇ ନାହାନ୍ତି। କୃଷକଙ୍କ ସମସ୍ୟାକୁ ସର୍ବଦା ପ୍ରାଥମିକତା ଦେଇଛନ୍ତି ସରକାର। ପ୍ରଧାନମନ୍ତ୍ରୀ ଓ ସରକାର ସେମାନଙ୍କ ସହ ଆଲୋଚନା କରିବାକୁ ପ୍ରସ୍ତୁତ। ନୂଆ ଚାଷୀ ଆଇନକୁ ୧୮ ମାସ ପାଇଁ ସ୍ଥଗିତ ଓ ପରିବର୍ତ୍ତନ କରିବାକୁ ଆମେ ପ୍ରସ୍ତାବ ଦେଇଥିଲୁ। କିନ୍ତୁ କୃଷକଙ୍କ ପକ୍ଷରୁ କୌଣସି ଠୋସ ପରାମର୍ଶ ମିଳି ନାହିଁ ବୋଲି ଖବରଦାତା ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଉଲ୍ଲେଖଥାଉ କି, ଏପର୍ଯ୍ୟନ୍ତ ୧୧ ଥର ଆଲୋଚନା ହୋଇଥିବାବେଳେ ଜାନୁୟାରୀ ୨୨ ତାରିଖରେ ଅନ୍ତିମ ଥର ଦୁଇ ପକ୍ଷ ମଧ୍ୟରେ ବୈଠକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତିଙ୍କ ସ୍ବାସ୍ଥ୍ୟ ଭଲ ନାହିଁ, ଅପେକ୍ଷା କର, ହିଜାବ୍‌ ମାମଲାରେ ସିଜେଆଇଙ୍କ ଜବାବ…

ନୂଆଦିଲ୍ଲୀ, ୨।୮ : ସୁପ୍ରିମକୋର୍ଟରେ କର୍ନାଟକ ହିଜାବ ମାମଲାରେ ଶୀଘ୍ର ଶୁଣାଣି କରିବାକୁ ସେ ଏକ ବେଞ୍ଚ ଗଠନ କରିବେ ବୋଲି ସିଜେଆଇ ଏନ.ଭି. ରମନା...

ହାରିଲେ ଊର୍ମିଳା ମାତୋଣ୍ଡକର

ମୁମ୍ବାଇ, ୨୪-୫:ମୁମ୍ବାଇ-ଉତ୍ତର ଲୋକ ସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ତଥା ଅଭିନେତ୍ରୀ ଊର୍ମିଳା ମାତୋଣ୍ଡକର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ଗୋପାଳ ଶେଟ୍ଟୀଙ୍କଠାରୁ...

ଅଧିକ ଭୋଟ ନୋଟାକୁ ଗଲେ ଫଳାଫଳ ରଦ୍ଦ ହେଉ

ନୂଆଦିଲ୍ଲୀ,୧୬।୩(ପି.ଟି.): ନିର୍ବାଚନରେ ଯଦି ସର୍ବାଧିକ ଭୋଟ ନୋଟା (ନନ୍‌ ଅଫ୍‌ ଦି ଏବଭ୍‌)କୁ ଯାଏ ତେବେ ଫଳାଫଳ ରଦ୍ଦ କରି ସାନି ନିର୍ବାଚନ କରାଇବା ପାଇଁ...

୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ

ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ...

ସମୁଦ୍ର କୂଳରୁ ମଇଳା ଉଠାଇଲେ ମୋଦି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମାମଲ୍ଲାପୁରମ୍‌,୧୨।୧୦ ଏବେ ସୋସିଆଲ୍‌ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଫଟୋ ଓ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଶନିବାର ମର୍ନିଂ ଓ୍ବାର୍କ ସମୟରେ ତାମିଲନାଡୁର...

ମନ୍ତ୍ରୀ ପରେ ଟିଏମ୍‌ସିର ସମସ୍ତ ପଦରୁ ନିଲମ୍ବିତ ହେଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୮।୭: ଶିକ୍ଷକ ନୁଯୁକ୍ତି ଦୁର୍ନୀତିରେ ପାର୍ଥ ଚାଟାର୍ଜୀଙ୍କ ନାମ ଆସିବା ପରେ ତାଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବଡ଼ ଆକ୍ସନ ନେଇଛନ୍ତି। ଗୁରୁବାର...

କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା...

ମୋଦିଙ୍କ ମନ୍ଦିର ତିଆରି କଲେ କୃଷକ

ତିରୁଚିରାପଲ୍ଲୀ,୨୬।୧୨: ତାମିଲନାଡୁ ତିରୁଚିରାପଲ୍ଲୀର ଜଣେ କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କର ଏକ ମନ୍ଦିର ତିଆରି କରିଛନ୍ତି। ପି. ଶଙ୍କର(୫୦ ବର୍ଷ) ନାମକ ଉକ୍ତ କୃଷକ ଜଣଙ୍କ...

Advertisement
Archives

Model This Week