Posted inଜାତୀୟ

କୃଷକ ଆନ୍ଦୋଳନ ମଧ୍ୟରେ ଚାଲିଗଲା ପୋଲିସକର୍ମୀଙ୍କ ଜୀବନ, ଗୋଟିଏ ଦିନ ପୂର୍ବରୁ ଜଣେ ଚାଷୀଙ୍କର ହୋଇଥିଲା ମୃତ୍ୟୁ

ନୂଆଦିଲ୍ଲୀ,୧୭।୨: ପଞ୍ଜାବ-ହରିୟାଣା ସୀମାରେ କୃଷକଙ୍କ ବିରୋଧ ପ୍ରଦର୍ଶନ ମଧ୍ୟରେ ଶମ୍ଭୁ ସୀମାରେ ନିୟୋଜିତ ହୋଇଥିବା ଜଣେ ପୋଲିସକର୍ମୀଙ୍କ ମୃତ୍ୟୁ ଘଟିଛି। ଏହି ପୋଲିସ କର୍ମଚାରୀ ହରିୟାଣା ପୋଲିସର ସବ-ଇନ୍ସପେକ୍ଟର ହିରାଲାଲ ବୋଲି ଜଣାପଡିଛି। ନ୍ୟୁଜ ଏଜେନ୍ସି ଏନଆଇ କହିଛି ଯେ ହିରାଲାଲଙ୍କୁ ୫୨ ବର୍ଷ ହୋଇଥିଲା ଏବଂ କୃଷକଙ୍କ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ତାଙ୍କୁ ଶମ୍ଭୁ ସୀମାରେ ନିୟୋଜିତ କରାଯାଇଥିଲା। ଶମ୍ବୁ ସୀମା ପଞ୍ଜାବର ପଟିଆଲାରେ ଅବସ୍ଥିତ ।

ଡ୍ୟୁଟିରେ ଥିବାବେଳେ ସବ-ଇନ୍ସପେକ୍ଟର ହିରାଲାଲଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଥିଲା। ଏହା ପରେ ତାଙ୍କୁ ତୁରନ୍ତ ଅମ୍ବାଲା ସିଭିଲ ହସ୍ପିଟାଲକୁ ନିଆଯାଇଥିଲା। ଏଠାରେ ଥିବା ଡାକ୍ତରମାନେ ପୋଲିସଙ୍କ ଜୀବନ ବଞ୍ଚାଇବାକୁ ବହୁତ ଚେଷ୍ଟା କରିଥିଲେ ମଧ୍ୟ ସେମାନେ ସଫଳ ହୋଇପାରିନଥିଲେ। ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଫ୍‌ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍‌ ୟୁଏଫ୍‌ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍‌ଓ ଯାହାକୁ ଏବେ ଅଜଣା ଅସାମାନ୍ୟ…

ବିଜୟୀ ସରକାର ଉପରେ ଲାଗି ରହିଛି ସସପେନ୍ସ! ରାଜ୍ୟପାଳଙ୍କୁ AAMK ବିଧାୟକଙ୍କ ସମର୍ଥନ ପତ୍ର ଦାଖଲ କଲା TVK, ଥାନାରେ ପହଞ୍ଚିଲା…

ଚେନ୍ନାଇ,୯।୫: ବିଧାନସଭା ନିର୍ବାଚନ ଫଳାଫଳ ପରଠାରୁ ତାମିଲନାଡୁରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଅଭିନେତାରୁ ରାଜନେତା ହୋଇଥିବା ଜୋସେଫ ବିଜୟ ଶନିବାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ…

୨୨ବର୍ଷ ପରେ ମିଳିଲା ଜାମିନ: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର,୯ା୫:ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କୁ ୨୨ବର୍ଷ ପରେ ସୁପ୍ରିମ୍‌କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଅଭିଯୁକ୍ତଙ୍କ…

ଓଡ଼ିଶା ମେଟାଲିକ୍ସ ବିରୋଧରେ ବଢ଼ୁଛି ଜନ ଅସନ୍ତୋଷ: ଆନ୍ଦୋଳନ ଚେତାବନୀ

ଝାରସୁଗୁଡ଼ା, ୯ା୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ସଦର ବ୍ଲକ୍‌ ଅନ୍ତର୍ଗତ ମରାକୁଟାଠାରେ ଅବସ୍ଥିତ ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀକୁ ନେଇ ବିବାଦ ଘନେଇବାରେ ଲାଗିଛି। ପୁରୁଣା କର୍ମଚାରୀଙ୍କୁ…

୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ

ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ…

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ…

ବିଜୟଙ୍କୁ ମନା, ଶୁଭେନ୍ଦୁ ନୂଆ ମୁଖ୍ୟମନ୍ତ୍ରୀ

ତାମିଲନାଡୁରେ ସରକାର ଗଠନ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରୁ ନାହିଁ। ଟିଭିକେ ମୁଖ୍ୟ ବିଜୟ ରାଜ୍ୟପାଳଙ୍କ ନିକଟରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେଇପାରି ନ ଥିବାରୁ…

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri