ସାର ପାଇଁ କୃଷି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କଲେ ଚାଷୀ

ବୁଗୁଡ଼ା,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ଅଞ୍ଚଳରେ ଚାଷୀମାନେ ସାର ନ ପାଇ ହଇରାଣ ହରକତ ହେଉଥିବା ବେଳେ ସେମାନେ ସାର ପାଇବା ପାଇଁ ସ୍ଥାନୀୟ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଧାରଣା ସହ ପ୍ରତିବାଦ କରିଥିବା ଜଣାପଡ଼ିଛି। ଖବର ପାଇ ତହସିଲଦାର ସଂଗ୍ରାମ କେଶରୀ ଜେନା ଏବଂ ସହ କୃଷି ଅଧିକାରୀ ନିହତ ରଞ୍ଜନ ପୃଷ୍ଟି ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ ବୁଝାଶୁଝା କରିବା ସହ ଯାଞ୍ଚ କରି ଗୋଦାମରେ ସାର ନ ଥିବା କହିଥିଲେ। ମାତ୍ର ସାର ଥାଇ ଡିଲର ସାର ଯୋଗାଇ ନ ଥିବା ଚାଷୀମାନେ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଶେଷରେ ଆସନ୍ତା ମଙ୍ଗଳବାର ସୁଦ୍ଧା ସାର ଯୋଗାଇ ଦେବା ପାଇଁ ତହସିଲଦାର ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଆନ୍ଦୋଳନରୁ ଓହରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଜିଲା ଚିଠି: ତୀର୍ଥ ପୁଷ୍କରିଣୀକୁ ହତାଦର

ଭାରତର ଚାରିଧାମ ମଧ୍ୟରୁ ଶ୍ରେଷ୍ଠଧାମ ପୁରୀ। ଏହା ଜଗନ୍ନାଥ ଧାମ ନାମରେ ବେଶ୍‌ ପରିଚିତ। ଏହି ପବିତ୍ର ଧାମରେ ରହିଛି ଏକାଧିକ ତୀର୍ଥ ପୁଷ୍କରିଣୀ। ସେଗୁଡ଼ିକ...

ପୂର୍ବାଞ୍ଚଳ ଆଇଜିଙ୍କ ସମେତ ପୋଲିସ୍‌କୁ ଘେରିଲେ ଗ୍ରାମବାସୀ

ବାହାନଗା, ୧୦ା୧(ଡି.ଏନ.ଏ.)-ପାରିବାରିକ କଳହକୁ ନେଇ ଗତ ଡିସେମ୍ବର ୨୯ ତାରିଖରେ ଏକ ପରିବାରର ମା ଓ ଦୁଇ ଝିଅ ଉଭୟ ବିଷ ପିଇ ଆମତ୍ହତ୍ୟା ଉଦ୍ୟମ...

ଯୁବତୀଙ୍କୁ ନେଇ ବିବାହିତ ଯୁବକ ଫେରାର: ଅଭିଯୋଗ ଆଣିଲେ ସ୍ତ୍ରୀ

ବଅଁରପାଳ,୧୧।୩(ଡିଏନ୍‌ଏ): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଅଞ୍ଚଳ ଜଣେ ବିବାହିତ ଯୁବକ ହିନ୍ଦୋଳ ଅଞ୍ଚଳର ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଏହା...

ଉଚ ଚିକିଛା ସୁବିଧାରୁ ବଁଚିତ୍‌ ତପସ୍ବିନୀ -ଜନ୍‌ମୁ ଗ୍ରହଣଖଣ୍ଡିଆ, ଦୁଇ ହାତ୍‌ ନାଇଁ

ସିନାପାଲି,୨୪।୯(ଡି.ଏନ୍‌.ଏ.)- କେନ୍ଦ୍ର ସରକାର ଅନେକ୍‌ ଯୋଜନାରେ ଆଧାର କାର୍ଡ ନିହାତି ଦରକାର ବଲି ନିୟମ କରିଛନ୍‌। ଯେନ୍‌ଥିରଲାଗି ସରକାରୀ ଯୋଜନା ହକ୍‌ଦାର ହିତାଧିକାରୀ ପାସ୍‌କେ ପୁହୁଁଚି...

ବିଓଆଇର ମୋବାଇଲ ବ୍ୟାଙ୍କିଙ୍ଗ ସେବା ଆରମ୍ଭ

ବେଗୁନିଆପଡା,୨୧ା୪(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଗଞ୍ଜାମ ଜିଲାପାଳ ଏ ଦିଗରେ ବହୁ କଟକଣା ମଧ୍ୟ ଜାରି କରିଛନ୍ତି। କିନ୍ତୁ...

ଦିବ୍ୟାଙ୍ଗ ବୁରୁଧ୍‌କୁଁ ଉଧାର କଲେ ସ୍ବେଚ୍ଛାସେବୀ

ବିଜେପୁର, ୨୭।୭ (ଡି.ଏନ.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଅଧୀନ ଖରମୁଣ୍ଡା ଗଁା ପାସର ମାମା ଛକ୍‌ରେ ଦିବ୍ୟାଙ୍ଗ ବୁରୁଧ୍‌ ବିରଞ୍ଚତ୍ ତାଣ୍ଡି ଅସାହା ହେଇ...

ଲୋକଙ୍କୁ ମାସ୍କ, ସାନିଟାଇଜର ବାଣ୍ଟିଲା ଏମ୍‌ସିଏଲ୍‌

ସମ୍ବଲପୁର, ୧୭।୪ (ବ୍ୟୁରୋ)- ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ତାଳଚେର ଜଗନ୍ନାଥ କ୍ଷେତ୍ର ପକ୍ଷରୁ ପଦ୍ମାବତୀପୁର ଗ୍ରାମବାସୀଙ୍କୁ ମାସ୍କ ଓ ସାନିଟାଇଜର ବଣ୍ଟନ କରାଯାଇଛି ।...

ଡିଇଓଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୧୨ ଶିକ୍ଷକଙ୍କ ଦରମା ବନ୍ଦ

ରଣପୁର/ନୟାଗଡ଼ ଅଫିସ,୨୧ା୯(ସ୍ବ.ପ୍ର.): ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଶିବଶଙ୍କର ପ୍ରଧାନ ଶୁକ୍ରବାର ରଣପୁର ଓ ନୟାଗଡ଼ ବ୍ଲକର ବିଭିନ୍ନ ସ୍କୁଲ ଅଚାନକ ପରିଦର୍ଶନ କରି ପ୍ରାଥମିକ...

Coronavirus Update

Archives

Model This Week

Why Dharitri