Posted inଜାତୀୟ

କୃଷକ ମହାପଞ୍ଚାୟତ: ଜନ୍ତର-ମନ୍ତରରୁ ସିନ୍ଧୁ ବର୍ଡର ପର୍ଯ୍ୟନ୍ତ ପୋଲିସ ଛାଉଣି

ନୂଆଦିଲ୍ଲୀ,୨୨ ।୮: ସଂଯୁକ୍ତ କୃଷକ ମୋର୍ଚ୍ଚା ସୋମବାର ଦିଲ୍ଲୀର ଜନ୍ତର-ମନ୍ତରରେ କୃଷକ ମହାପଞ୍ଚାୟତର ଘୋଷଣା କରିଛି । ଏହି ମହାପଞ୍ଚାୟତରେ ଯୋଗ ଦେବାକୁ ଦେଶର ବିଭିନ୍ନ ରାଜ୍ୟରୁ କୃଷକ ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି । କିନ୍ତୁ ଏହାକୁ ଦିଲ୍ଲୀ ପୋଲିସ ଅନୁମତି ଦେଇ ନାହିଁ । କୃଷକ ମହାପଞ୍ଚାୟତକୁ ଦେଖି ଦିଲ୍ଲୀ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ବିଶେଷ କରି ସିନ୍ଧୁ ବର୍ଡର ଓ ଗାଜିପୁର ବର୍ଡରରେ ପୋଲିସ ସୁରକ୍ଷାକୁ ବଢାଇ ଦିଆଯାଇଛି । ଦିଲ୍ଲୀ-ମେରଠ ଏକ୍ସପ୍ରେସ ୱେରେ ପୋଲିସ ମୁତୟନ କରାଯାଇଛି । ଏହାସହ ନୂଆ ଦିଲ୍ଲୀର ସମସ୍ତ ଅଞ୍ଚଳରେ ଧାରା ୧୪୪ ଜାରି କରାଯାଇଥିବା କହିଛନ୍ତି ଡିସିପି ।
କୃଷକ ମହାପଞ୍ଚାୟତକୁ ନେଇ ଦାବି ରହିଛି ଯେ ଲଖିମପୁର ଖେରି ମାମଲାରେ ପୀଡ଼ିତ କୃଷକ ପରିବାରକୁ ନ୍ୟାୟ ମିଳୁ । ଜେଲରେ ବନ୍ଦ ଥିବା କୃଷକଙ୍କୁ ମୁକ୍ତ କରାଯାଉ । ଲଖିମପୁର ଖେରି ଘଟଣାରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା ଟେନିଙ୍କୁ ଗିରଫ କରାଯାଉ, ସ୍ୱାମୀନାଥନ ଆୟୋଗର ସି୨ପ୍ଲସ୫୦ପ୍ରତିଶତ ଫର୍ମୁଲା ଅନୁଯାୟୀ, ଏମଏସପିର ଗ୍ୟାରେଣ୍ଟି ଆଇନ କରାଯାଉ, ଦେଶର ସମସ୍ତ କୃଷକଙ୍କୁ ଋଣ ମୁକ୍ତ କରାଯାଉ । ଏମିତି ଆହୁରି କିଛି ଦାବି ନେଇ ବି କୃଷକ ମହାପଞ୍ଚାୟତର ଆୟୋଜନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?