କବିତା ଶେୟାର କଲେ ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍ ନାୟିକା ସୋନାକ୍ଷୀ ସିହ୍ନା ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ସେ ପୋଷ୍ଟ କରୁଥିବା ଫଟୋ, ଭିଡିଓ ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଥାଏ । କିଛିଦିନ ହେବ ଟୁଇଟରକୁ ଅଲବିଦା କହିଥିବା ସୋନାକ୍ଷୀ କିନ୍‌ୁ ଇନଷ୍ଟାଗାମରେ ଖୁବ୍ ଆକ୍ଟିଭ । ନିକଟରେ ସେ ଇନଷ୍ଟାଗ୍ରାମରେ ଶେୟାର କରିଥିବା ଏକ କବିତା ଏବେ ଭାଇରାଲ ହେବାରେ ଲାଗିଛି । କିଛିଦିନ ହେବ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଆନ୍ଦୋଳନରେ ବସିଥିବା କୃଷକମାନଙ୍କ ଉଦ୍ଦେଶ୍ୟରେ ସୋନାକ୍ଷୀ ଏହି କବିତା ପୋଷ୍ଟ କରିଛନ୍ତି । ଏହାର ଏକ ଭିଡିଓ ସେ ସୋସିଆଲ ମିଡିଆର ପୋଷ୍ଟ କରିଛନ୍ତି । ଯେଉଁଥିରେ କୃଷକମାନେ ନଜର ଆସିଥିବା ବେଳେ ବ୍ୟାକଗ୍ରାଉଣ୍ଡରେ ତାଙ୍କର କବିତା ଶୁଣିବାକୁ ମିଳିଛି । କବିତାର ଶୀର୍ଷକ ରହିଛି, ‘ନଜରେ ମିଲାକେ ଖୁଦ େ ପୁଛୋ-କ୍ୟୁଁ’ । ଏହାକୁ ପୋଷ୍ଟ କରି ସେ ଲେଖିଛନ୍ତି ଏହା ସେଇମାନଙ୍କୁ ଉତ୍ସର୍ଗିକୃତ ଯେଉଁମାନଙ୍କ ପାଇଁ ସାରା ଦେଶବାସୀ ପ୍ରତିଦିନ ଭୋଜନ କରିପାରୁଛନ୍ତି । ସୋନାକ୍ଷୀଙ୍କ ଏହି ପୋଷ୍ଟକୁ ଅନେକ ଲୋକ ପସନ୍ଦ କରୁଥିବା ବେଳେ ତାଙ୍କର ପ୍ରଶଂସା ବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri